Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରୁ ଖସିଲା କୋରୋନଜନିତ ମୃତ୍ୟୁ ସଂଖ୍ୟା: ମୋଟ ସଂଖ୍ୟା ୮ ହଜାର ୪୦ କୁ ବୃଦ୍ଧି
ଆଜିର ଖବର

ରାଜ୍ୟରୁ ଖସିଲା କୋରୋନଜନିତ ମୃତ୍ୟୁ ସଂଖ୍ୟା: ମୋଟ ସଂଖ୍ୟା ୮ ହଜାର ୪୦ କୁ ବୃଦ୍ଧି

September 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୪୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ, ଭଦ୍ରକ, କେନ୍ଦ୍ରାପଡା, ଖୋର୍ଦ୍ଧା ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୭୫୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୫ ହଜାର ୪୭୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୧୮୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୪୦ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ କୋରୋନଜନିତ ମୃତ୍ୟୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026
Latest News

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.