Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଠ ଘରୁ ବୃଦ୍ଧଙ୍କର ମୃତ ଦେହ ଉଦ୍ଧାର କଲା ପୋଲିସ୍
ଆଜିର ଖବର

କୋଠ ଘରୁ ବୃଦ୍ଧଙ୍କର ମୃତ ଦେହ ଉଦ୍ଧାର କଲା ପୋଲିସ୍

September 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଆଜି ନାକଟିଦେଉଳ ଥାନା ହିତସରା ଗ୍ରାମର ଏକ କୋଠ ଘରୁ ଜଣେ ବୃଦ୍ଧଙ୍କର ମୃତ ଦେହକୁ ନାକଟିଦେଉଳ ପୋଲିସ୍ ଜବତ କରିଥିବା ଜଣାପଡିଛି।

ସୂଚନା ଅନୁଯାୟୀ, ନାକଟିଦେଉଳ ଥାନା ବାଟଗାଁ ପଂଚାୟତର କୁଞାମୁରା ଗ୍ରାମର ଭୁକ୍ଲା ବେହେରା ଏକ ଦେବୀ ପ୍ରତିମା ଧରି ଗାଁ ଗାଁ ବୁଲି ଭିକ୍ଷା ବୃତ୍ତି କରୁଥିଲା। ପ୍ରତ୍ୟେକ ଦିନ ପରି ଗତକାଲି ମଧ୍ୟ ସେମିତି ଢଙ୍ଗରେ ଭିକ୍ଷା ବୃତ୍ତି କରି ସାରିବା ପରେ ହିତସରା ଗ୍ରାମର ଦାଶରଥି ମୁଣ୍ଡା ସାହିରେ ଥିବା କୋଠ ଘରେ ରାତ୍ରିଯାପନ କରିଥିଲା।

ଆଜି ସକାଳୁ ସକାଳୁ ଭୁକୁଲା ମରି ପଡିଥିବା ଗାଁ ଲୋକମାନେ ଦେଖିବାକୁ ପାଇଥିଲେ। ସଙ୍ଗେ ସଙ୍ଗେ ନାକଟିଦେଉଳ ଥାନାକୁ ଖବର ଦେଇଥିଲେ ଗ୍ରାମବାସୀ। ନାକଟିଦେଉଳ ପୋଲିସ୍ ହିତସରା ଗ୍ରାମକୁ ଯାଇ ଭୁକୁଲାର ଶବକୁ ଜବତ କରିଥିଲା। ନାକଟିଦେଉଳ ପୋଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ବେଳେ ଆସନ୍ତା କାଲି ଶବ ବ୍ୟବଚ୍ଛେଦ କରାଯିବ ବୋଲି ନାକଟିଦେଉଳ ଥାନାଧିକାରୀ ବିଧୂଭୂଷଣ ମିଶ୍ର ପ୍ରକାଶ କରିଛନ୍ତି।

ନାକଟିଦେଉଳ ଥାନା ମୃତ ଦେହ ଉଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନ ସହ ବଡ଼ ଚୁକ୍ତି ଭାଙ୍ଗି ବହୁତ କ୍ଷତି ପହଞ୍ଚାଇଲା ଭାରତର “ମିତ୍ର”: ଇଣ୍ଡିଆକୁ ଲାଭ!

February 10, 2026

ଭାରତ ସହିତ ମ୍ୟାଚ୍‌ ରେ ନୂଆ ବିବାଦ ସୃଷ୍ଟି କଲା ପାକିସ୍ତାନ: ଅସୀମ ମୁନିରଙ୍କ ନାମ ଉଲ୍ଲେଖ କରି ଦେଲା ଧମକ

February 10, 2026

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026
Latest News

ପାକିସ୍ତାନ ସହ ବଡ଼ ଚୁକ୍ତି ଭାଙ୍ଗି ବହୁତ କ୍ଷତି ପହଞ୍ଚାଇଲା ଭାରତର “ମିତ୍ର”: ଇଣ୍ଡିଆକୁ ଲାଭ!

February 10, 2026

ଭାରତ ସହିତ ମ୍ୟାଚ୍‌ ରେ ନୂଆ ବିବାଦ ସୃଷ୍ଟି କଲା ପାକିସ୍ତାନ: ଅସୀମ ମୁନିରଙ୍କ ନାମ ଉଲ୍ଲେଖ କରି ଦେଲା ଧମକ

February 10, 2026

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026

ପାଠପଢ଼ାର ଚାପ ଏବଂ ଥକାପଣ ଦୂର କରିବା ପାଇଁ ଆପଣ କଳାକୁ ବ୍ୟବହାର କରିପାରିବେ: ପ୍ରଧାନମନ୍ତ୍ରୀ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.