Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟୀକାକରଣ ଅପଡେଟ: ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ୨ ହଜାର ୨ ଶହ ଡୋଜ
ଆଞ୍ଚଳିକ

ଟୀକାକରଣ ଅପଡେଟ: ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ୨ ହଜାର ୨ ଶହ ଡୋଜ

September 8, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲି (ସେପ୍ଟେମ୍ବର ୯ ତାରିଖ) ରେ ୨ ହଜାର ୨ ଶହ ଜଣ ନାଗରିକଙ୍କ ପାଇଁ ଟୀକା ବ୍ୟବସ୍ଥା ହୋଇଅଛି। ଏ ନେଇ ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରର କେଉଁ କେନ୍ଦ୍ରରେ କେତେ ଟୀକା ଏବଂ କିପରି ନେବେ:

ଅନଲାଇନ (ବୁକିଂ ସମୟ ଆଜି ଅପରାହ୍ନ ୪ ଟା ୩୦ ରୁ ଆରମ୍ଭ)

୧- କୃତିବାସ ଭବନ:

– ୫୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୨୦ ଡୋଜ

୨- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୩- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୪- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର – ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୫ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୫ ଡୋଜ

ଅଫଲାଇନ ଟୀକାକରଣ:

୫ – ପୁଞ୍ଜିଆମା ବାତ୍ୟା ଆଶ୍ରୟସ୍ଥଳୀ- ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୬- ବାଲିପଦର କମ୍ୟୁନିଟି ସେଣ୍ଟର (ୱାର୍ଡ -୬, ବାଣପୁର ଏନଏସି ) ସବୁ ବର୍ଗର ନାଗରିକ:

– ୬୦ ଟି ପ୍ରଥମ ଡୋଜ, ୩୦ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୭ – ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟ କେନ୍ଦ୍ର– ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୮- ଓଡଗାଁ ବିଦ୍ୟାଳୟ– ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୯- ଖଣତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ – ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୦- ଭାପୁର ବାତ୍ୟା ଆଶ୍ରୟସ୍ଥଳୀ – ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୧. ମାଣିକପୁର ବାତ୍ୟା ଆଶ୍ରୟସ୍ଥଳୀ – ସବୁ ବର୍ଗର ନାଗରିକ:

– ୭୦ ଟି ପ୍ରଥମ ଡୋଜ, ୨୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୨. ନନ୍ଦପୁର(ମେଘାମ୍ବରି ମନ୍ଦିର ପାଖ) -ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

୧୩. ଗାଲୁଆ ଗ୍ରାମ ପଞ୍ଚାୟତ( ଭୀମପୁର ଉ.ପ୍ରା ବିଦ୍ୟାଳୟ) – ସବୁ ବର୍ଗର ନାଗରିକ:

– ୫୦ ଟି ପ୍ରଥମ ଡୋଜ, ୪୦ ଟି ଦ୍ଵିତୀୟ ଡୋଜ ଏବଂ ଗର୍ଭବତୀ ମହିଳାଙ୍କ ପାଇଁ ୧୦ ଡୋଜ

ବାଣପୁରର ସମସ୍ତ ଟୀକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ ଆରମ୍ଭ ହେବ। କେବଳ ମାଣିକପୁର ଏବଂ ଗାଲୁଆ ଗ୍ରାମ ପଞ୍ଚାୟତରେ ଅପରାହ୍ନ ୧ ଟା ୩୦ ରୁ ଆରମ୍ଭ ହେବ।

ଚିଲିକା: ସବୁ ବର୍ଗର ନାଗରିକ (ଉଭୟ ଡୋଜ, ଅଫଲାଇନ)

୧- କେ.କେ ନୂଆଗାଁ କଲ୍ୟାଣ ମଣ୍ଡପ (ବାଲୁଗାଁ ଏନଏସି ):

– ୫୦ ଟି ପ୍ରଥମ ଡୋଜ, ୬୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୪୦ ଡୋଜ

୨- ଅଡ଼ିଟୋରିଅମ ହଲ (ବାଲୁଗାଁ ଏନଏସି ):

– ୫୦ ଟି ପ୍ରଥମ ଡୋଜ, ୬୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୪୦ ଡୋଜ

୩- ନିମାଇଁମଲ ପ୍ରାଥମିକ ବିଦ୍ୟାଳୟ(ନିମିଖେତା ଗ୍ରାପ):

– ୫୦ ଟି ପ୍ରଥମ ଡୋଜ, ୬୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୪୦ ଡୋଜ

୪- ମାଣ୍ଡିଆମେରୁ ପ୍ରାଥମିକ ବିଦ୍ୟାଳୟ (ବଉଳାବନ୍ଧଗ୍ରାପ):

– ୫୦ ଟି ପ୍ରଥମ ଡୋଜ, ୬୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୪୦ ଡୋଜ

୫- ଛକଡ଼ିପୁର ପ୍ରାଥମିକ ବିଦ୍ୟାଳୟ(ବିରିବାଡ଼ି ଗ୍ରାପ):

– ୫୦ ଟି ପ୍ରଥମ ଡୋଜ, ୬୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୪୦ ଡୋଜ

୬ – କଳକଳେସ୍ୱର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ( କଳକଳେସ୍ୱର ଗ୍ରାପ):

– ୫୦ ଟି ପ୍ରଥମ ଡୋଜ, ୬୦ ଟି ଦ୍ଵିତୀୟ ଡୋଜ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୪୦ ଡୋଜ

– ଚିଲିକାର ସବୁ ଟିକାକେନ୍ଦ୍ରରେ ଟୀକାକରଣ ସମୟ- ସକାଳ ୯ ଘଟିକାରୁ ଅପରାହ୍ନ ୧ ଘଟିକା (ପ୍ରଥମ ଡୋଜ)

– ସେହିଭଳି ଅପରାହ୍ନ ୨ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦେବା ପାଇଁ ସମୟ ନିର୍ଦ୍ଧାରଣ କରଯାଇଛି।

ଚିଲିକା ନିର୍ବାଚନମଣ୍ଡଳୀ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବିନା ଲକ୍ଷଣରେ ଦେଶର ୪୦ ପ୍ରତିଶତ ଜନସଂଖ୍ୟା ଯକ୍ଷ୍ମା ରୋଗରେ ପୀଡ଼ିତ

March 28, 2026

ଅଙ୍ଗ ପ୍ରତିରୋପଣ ଏବଂ ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ

March 28, 2026
Latest News

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଗତି ଶକ୍ତି ବିଶ୍ୱବିଦ୍ୟାଳୟ ଏବଂ ଡିଜିସିଏ ମଧ୍ୟରେ ରାଜିନାମା ସ୍ବାକ୍ଷରିତ

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.