Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୯୮ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୯୮ କୁ ବୃଦ୍ଧି

September 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ବାଲେଶ୍ଵର ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୩୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧ ହଜାର ୨୫୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୯୫୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୮ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୋଟ ମୃତକଙ୍କ ସଂଖ୍ୟା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଚଳଚଞ୍ଚଳ ରାଜ୍ୟ ରାଜନୀତି: ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସଜବାଜ ୩ ପ୍ରମୁଖ ଦଳ

October 4, 2026

ଲଜ୍‌ରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ସାଥି ଯୁବକ ଫେରାର

October 4, 2026

ଯୁବକଙ୍କ ବେକ କାଟି ବିଭତ୍ସ ହତ୍ୟା

October 4, 2026

ପ୍ରାକୃତିକ ଗ୍ୟାସ ମୂଲ୍ୟ ବଢ଼ିଲା: CNG-PNG ଠାରୁ ସାର ଓ ବିଦ୍ୟୁତ୍, କାହା ଉପରେ ପଡ଼ିବ ପ୍ରଭାବ?

October 4, 2026
Latest News

ଚଳଚଞ୍ଚଳ ରାଜ୍ୟ ରାଜନୀତି: ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସଜବାଜ ୩ ପ୍ରମୁଖ ଦଳ

October 4, 2026

ଲଜ୍‌ରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ସାଥି ଯୁବକ ଫେରାର

October 4, 2026

ଯୁବକଙ୍କ ବେକ କାଟି ବିଭତ୍ସ ହତ୍ୟା

October 4, 2026

ପ୍ରାକୃତିକ ଗ୍ୟାସ ମୂଲ୍ୟ ବଢ଼ିଲା: CNG-PNG ଠାରୁ ସାର ଓ ବିଦ୍ୟୁତ୍, କାହା ଉପରେ ପଡ଼ିବ ପ୍ରଭାବ?

October 4, 2026

ଭାରସାମ୍ୟ ହରାଇ ଗଛକୁ ପିଟିଲା ‘ମୁଖ୍ୟମନ୍ତ୍ରୀ ବସ୍ ସେବା’: ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.