Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଇକେଲ୍‌ରେ ୬୦ କି.ମି. ଯାତ୍ରା କରି ଲୋକଙ୍କୁ ଆତ୍ମହତ୍ୟା ବିରୋଧୀ ସଚେତନତା କଲେ ସମ୍ ଡାକ୍ତର
ଆଜିର ଖବର

ସାଇକେଲ୍‌ରେ ୬୦ କି.ମି. ଯାତ୍ରା କରି ଲୋକଙ୍କୁ ଆତ୍ମହତ୍ୟା ବିରୋଧୀ ସଚେତନତା କଲେ ସମ୍ ଡାକ୍ତର

September 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆତ୍ମହତ୍ୟା ଏକ ଅନାବଶ୍ୟକ ଚିନ୍ତା। ଜୀବନର ମୂଲ୍ୟ ବୁଝିବାକୁ ଅସମର୍ଥ ହୋଇ କେହି କେହି ଏପ୍ରକାର ଭୁଲ୍ ନିଷ୍ପତ୍ତି ନିଅନ୍ତି। ମାତ୍ର ସମାଜ ଆତ୍ମହତ୍ୟାକୁ ପ୍ରତିରୋଧ କରେ। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରତିବର୍ଷ ସେପ୍ଟେମ୍ବର ୧୦ ତାରିଖକୁ ବିଶ୍ୱ ଆତ୍ମହତ୍ୟା ନିବାରଣ ଦିବସ ଭାବେ ପାଳନ କରାଯାଏ।

ଆତ୍ମହତ୍ୟାରେ ମାନସିକ ଚାପର ଏକ ପ୍ରମୁଖ ଭୂମିକା ରହିଛି। ସଂପ୍ରତି କୋଭିଡ୍‌-୧୯ର ବିଭୀଷିକା ଆତ୍ମହତ୍ୟାର ଏକ କାରଣ ପାଲଟିଛି। ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଘରେ ରହିବା, ଚାକିରୀ ହରାଇବା, ବ୍ୟବସାୟରେ କ୍ଷତି ସହ୍ୟ କରିବା, ସାଙ୍ଗ ସାଥୀଙ୍କ ଠାରୁ ଦୂରରେ ରହିବା, ପାରିବାରିକ ମତାନ୍ତର ଓ କଳହ ଇତ୍ୟାଦି କାରଣରୁ ସମସ୍ତେ ମାନସିକ ଚାପ ମଧ୍ୟରେ ରହୁଛନ୍ତି।

ଏହି ଦିବସ ଅବସରରେ ଭୁବନେଶ୍ୱରର ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ର ଅଭିଜ୍ଞ ଡାକ୍ତର ମାନେ ଭୁବନେଶ୍ୱରରୁ କୋର୍ଣାକ ପର୍ଯ୍ୟନ୍ତ ଏକ ସାଇକେଲ୍ ରାଲି ରେ ଯାତ୍ରାକରି ଆତ୍ମହତ୍ୟା ବିରୁଦ୍ଧରେ ସଚେତନତା ସୃଷ୍ଟି କରିଛନ୍ତି।

ମାନସିକ ରୋଗ ବିଭାଗର ପ୍ରଫେସର ଡାକ୍ତର ଶୁଭେନ୍ଦୁ ନାରାୟଣ ମିଶ୍ରଙ୍କ ନେତୃତ୍ୱରେ ଡଃ. ଜିମି ନାରାୟଣ (ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ) ଓ ଡଃ. ବୁଲୁ ନାହାକ (ଇଏନଟି୍ ବିଭାଗ) ସାଇକେଲ୍‌ରେ ୬୦ କି.ମି. ଯାତ୍ରାକରି ଲୋକମାନଙ୍କୁ ଆତ୍ମହତ୍ୟା ବିରୁଦ୍ଧରେ ସଚେତନ କରାଇଥିଲେ।

ଆତ୍ମହତ୍ୟା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସମ୍ ଡାକ୍ତର
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Latest News

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.