Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଲେ ବିଜେପି ନେତା ‘ଭବିଷ୍ୟତର ସହଯୋଗୀ’: ପ୍ରତିକ୍ରିୟା ରଖିଲେ ସଞ୍ଜୟ ରାଉତ
ଆଜିର ଖବର

ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଲେ ବିଜେପି ନେତା ‘ଭବିଷ୍ୟତର ସହଯୋଗୀ’: ପ୍ରତିକ୍ରିୟା ରଖିଲେ ସଞ୍ଜୟ ରାଉତ

September 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବିଜେପି ନେତା ‘ଭବିଷ୍ୟତର ସହଯୋଗୀ’ ମନ୍ତବ୍ୟକୁ ନେଇ ଶିବସେନା ନେତା ତଥା ସାଂସଦ ସଞ୍ଜୟ ରାଉତ ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି ଯେ, ଏହାର ଅର୍ଥ ହେଉଛି ଯେ, ବିଜେପିର କିଛି ଲୋକ ମହା ବିକାଶ ଆଗାଡିକୁ ଆସିପାରନ୍ତି।

ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଉପରେ ସ୍ପଷ୍ଟୀକରଣ ଦେଇ ସଞ୍ଜୟ ରାଉତ କହିଛନ୍ତି ଯେ, “ମୁଖ୍ୟମନ୍ତ୍ରୀ କ’ଣ କହିଛନ୍ତି ତାହା ଆମକୁ ବୁଝିବା ଦରକାର। ସେ ଯାହା କହୁଥିଲେ ତାହା ହେଉଛି ବିଜେପିର କିଛି ଲୋକ ମହା ବିକାଶ ଅଗାଡିରେ ସାମିଲ ହୋଇପାରନ୍ତି। ଆମେ କୌଣସି ସ୍ଥାନକୁ ଯାଉନାହୁଁ।”

ଉଲ୍ଲେଖ ଯୋଗ୍ୟ ଯେ, ଉଦ୍ଧବ ଠାକରେ ବିଜେପି ନେତା ରାଓସାହେବ ଦାନଭେଙ୍କୁ ଭବିଷ୍ୟତର ସହଯୋଗୀ ଭାବରେ ସମ୍ବୋଧନ କରିବା ପରେ ରାଜ୍ୟ ରାଜନୀତିରେ ଉତ୍ତେଜନା ଦେଖାଦେଇଥିଲା। ପ୍ରାୟ ୩ ଦଶନ୍ଧି ଧରି ଦୁଇ ଦଳ ମଧ୍ୟରେ ଏକ ମେଣ୍ଟ ହୋଇଥିଲା ଯାହା ୨୦୧୯ ରେ ଭାଙ୍ଗି ଯାଇଥିଲା।

ମରାଠୱାଡା ସହରର ଔରାଙ୍ଗାବାଦ ସହରରେ ଏକ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏବଂ ରେଳ ରାଜ୍ୟମନ୍ତ୍ରୀ ରାଓସାହେବ ଦାନଭେ ସମାନ ମଞ୍ଚରେ ଥିଲେ। ଦାନଭେଙ୍କୁ ଦେଖି ଠାକୁର କହିଥିଲେ ଯେ, ଏମାନେ ଆମର ପୂର୍ବ ସହଯୋଗୀ ଥିଲେ ଏବଂ ଯଦି ଆମେ ଭବିଷ୍ୟତରେ ଏକାଠି ହେବୁ, ତେବେ ସେମାନେ ଭବିଷ୍ୟତର ସହଯୋଗୀ ହେବେ।

ପ୍ରତିକ୍ରିୟା ରଖିଲେ ବିଜେପି ନେତା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ସଞ୍ଜୟ ରାଉତ
Share. Facebook Twitter LinkedIn Email WhatsApp Copy Link

Related Posts

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026
Latest News

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.