Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଉଦ୍ୟୋଗ ପାର୍କ- ଭୁବନେଶ୍ୱର ଦ୍ୱାରା ଷ୍ଟାର୍ଟ ଅଫ୍‌ ପାଇଁ ୨.୦ ଖୋଲା ଚ୍ୟାଲେଞ୍ଜର ଶୁଭାରମ୍ଭ
ବିଶେଷ ଖବର

ଉଦ୍ୟୋଗ ପାର୍କ- ଭୁବନେଶ୍ୱର ଦ୍ୱାରା ଷ୍ଟାର୍ଟ ଅଫ୍‌ ପାଇଁ ୨.୦ ଖୋଲା ଚ୍ୟାଲେଞ୍ଜର ଶୁଭାରମ୍ଭ

September 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉଦ୍ୟୋଗ ପାର୍କ- ଭୁବନେଶ୍ୱର ଦ୍ୱାରା ଷ୍ଟାର୍ଟ ଅଫ୍‌ ପାଇଁ ୨.୦ ଖୋଲା ଚ୍ୟାଲେଞ୍ଜର ଶୁଭାରମ୍ଭ

ଭୁବନେଶ୍ୱର :  ଉଦ୍ୟୋଗ ପାର୍କ-ଭୁବନେଶ୍ୱର ଦ୍ୱାରା ଷ୍ଟାର୍ଟ ଅଫ୍‌ ପାଇଁ ୨.୦ ଖୋଲା ଚ୍ୟାଲେଞ୍ଜକୁ ସଫଫେୱର ଟେକ୍ନୋଲୋଜି ପାର୍କ ଅଫ୍‌ ଇଣ୍ଡିଆର ମହାନିର୍ଦ୍ଦେଶକ ଡ. ଓମ୍‌କାର ରାୟଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଛି । ଏହି ଖୋଲା ଚ୍ୟାଲେଞ୍ଜ ପ୍ରୋଗ୍ରାମରେ ଉଦ୍ୟୋଗୀମାନଙ୍କ ଦରଖାସ୍ତକୁ ସିଧାସଳଖ ଅନ୍‌ଲାଇନ୍‌ରେ ଆମନ୍ତ୍ରଣ କରାଯାଇ ନୂତନ ଷ୍ଟାର୍ଟ ଅଫ୍‌, ନବସୃଜନ ଓ ଉଦ୍ୟୋଗୀମାନଙ୍କୁ ଚିହ୍ନଟ କରି ମନୋନୀତ କରାଯିବ ।

ଏହି ମନୋନୀତ ଷ୍ଟାର୍ଟ ଅଫ୍‌ଗୁଡ଼ିକୁ ପରବର୍ତ୍ତୀ ସମୟରେ ଆବଶ୍ୟକୀୟ ତାଲିମ୍‌, ମୂଳଧନ ଯୋଗାଇବା, ଉତ୍ପାଦ ପେଟେଣ୍ଟ କରାଇବା, ବଜାର ସୃଷ୍ଟି କରିବା ଇତ୍ୟାଦି କାମରେ ସହଯୋଗ ପ୍ରଦାନ କରାଯିବ । ରାଜ୍ୟ ଏମ୍‌ଏସ୍‌ଏମ୍‌ଇ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଉଦ୍ୟୋଗ ପାର୍କ ନକ୍‌ସା ପାଠାଗାର ଏବଂ ସମ୍ବଳ କେନ୍ଦ୍ରକୁ ଶୁଭାରମ୍ଭ କରିଥିଲେ ।

ଏହି ଅବସରରେ ସେ ହାଇସ୍କୁଲ ପାଠ୍ୟକ୍ରମରେ ଔଦ୍ୟୋଗୀକରଣ ଉପରେ ବିଷୟ ସ୍ଥାନିତ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବା ଉଲ୍ଲେଖ କରି ଷ୍ଟାର୍ଟ ଅପ୍‌ ଓଡ଼ିଶା ଯୁବବର୍ଗଙ୍କ ମଧ୍ୟରେ ଉଦ୍ୟୋଗ ପ୍ରତି ମାନସିକତା ଜାଗ୍ରତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିବା କହିଥିଲେ । ଏଠାରେ ଆଧୁନିକ ଜ୍ଞାନକୌଶଳ ପ୍ରୟୋଗ କରି ଉତ୍ପାଦ ନମୁନା ପ୍ରସ୍ତୁତି, ସେନ୍‌ସର, ନିୟନ୍ତ୍ରଣ ବୋର୍ଡ ଭଳି ସୁବିଧା ଉପଲବ୍‌ଧ ହୋଇପାରିବ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସରକାରଙ୍କ ଇଲେକେଫ୍ରାନିକ୍‌ସ ଏବଂ ଆଇଟି ସଚିବ ଶ୍ରୀ ମନୋଜ ମିଶ୍ର, ସାଇବର ମିଡିଆ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ପି. ଗୁପ୍ତା, ଏସ୍‌ଟିପିଆଇ ଭୁବନେଶ୍ୱରର ନିର୍ଦ୍ଦେଶକ ଶ୍ରୀ ମାନସ ପଣ୍ଡା, ନିର୍ଦ୍ଦେଶକ ଏସ୍‌ଟିପିଆଇ, ନୂଆଦିଲ୍ଲୀ ଶ୍ରୀ ସୁବୋଧ ସାଚନ, ନିର୍ଦ୍ଦେଶକ ଟେକ୍‌ସାସ୍‌ ଇନ୍‌ଷ୍ଟ୍ରୁମେଣ୍ଟସ୍‌ ଶ୍ରୀ ରାଜୀବ ଖୁସୁ, ଇନ୍‌ଟେଲ୍‌ ଉପସଭାପତି ତଥା ସାଧାରଣ ପରିଚାଳକ ଶ୍ରୀ ସମ୍ବିତ୍‌ ସାହୁ, ନୂଆଦିଲ୍ଲୀ ଇଲେକେଫ୍ରାନିକ୍‌ସ ପାର୍କର ମୁଖ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ସଂଜୀବ ଚୋପ୍ରା ପ୍ରମୁଖ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ସଂପର୍କିତ CAG ରିପୋର୍ଟର ପର୍ଯ୍ୟବେକ୍ଷଣ କଲେ ରାଜ୍ୟପାଳ

November 14, 2025

ପ୍ରଶାସନିକ ବ୍ୟବସ୍ଥା ଓ ଶାସନ ପରିଚାଳନା ସଂସ୍କାର କମିଟିର ଅଧ୍ୟକ୍ଷଙ୍କ ସହ ମୁଖ୍ୟ ଶାସନ ସଚିବଙ୍କ ବୈଠକ

November 14, 2025

ପ୍ରସ୍ତାବିତ ସାଇନ୍ସ ସିଟି ନିମନ୍ତେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ସମୀକ୍ଷା

November 14, 2025

ରାଜ୍ୟସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ ‘ଉତ୍ସାହ’ ଉଦଘାଟିତ

November 14, 2025
Latest News

ରାଜ୍ୟର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ସଂପର୍କିତ CAG ରିପୋର୍ଟର ପର୍ଯ୍ୟବେକ୍ଷଣ କଲେ ରାଜ୍ୟପାଳ

November 14, 2025

ପ୍ରଶାସନିକ ବ୍ୟବସ୍ଥା ଓ ଶାସନ ପରିଚାଳନା ସଂସ୍କାର କମିଟିର ଅଧ୍ୟକ୍ଷଙ୍କ ସହ ମୁଖ୍ୟ ଶାସନ ସଚିବଙ୍କ ବୈଠକ

November 14, 2025

ପ୍ରସ୍ତାବିତ ସାଇନ୍ସ ସିଟି ନିମନ୍ତେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ସମୀକ୍ଷା

November 14, 2025

ରାଜ୍ୟସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ ‘ଉତ୍ସାହ’ ଉଦଘାଟିତ

November 14, 2025

ନଭେମ୍ବର ୧୪ ତାରିଖ: ଶୁକ୍ରବାର ଦିନ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଶତ୍ରୁମାନେ ହେବେ ପରାସ୍ତ

November 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.