Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୭ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୫୭ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୭ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୫୭ କୁ ବୃଦ୍ଧି

September 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳ, କଟକ, ଯାଜପୁର, ଖୋର୍ଦ୍ଧା, ନବରଙ୍ଗପୁର, ପୁରୀ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୫୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୮ ହଜାର ୬୭୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୭୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୭ କୁ ବୃଦ୍ଧି ହୋଇଛି।

ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

FCRA ସହ ଜଡିତ ମାମଲା: ଦୁଇ ଗୃହ ମନ୍ତ୍ରଣାଳୟ ଅଧିକାରୀଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ 

September 29, 2026

ଇଣ୍ଡିଆ ମେଣ୍ଟ ବୈଠକ ପାଇଁ ବଡ଼ ନିଷ୍ପତ୍ତି ନେଲେ ଡିଏମକେ-ଆପ: ଯୋଗ ଦେବେ ନାହିଁ ଅଖିଳେଶ

September 29, 2026

Nalco Dividend: ନାଲକୋ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ୧,୦୮୩ କୋଟି ଟଙ୍କାର ଲାଭାଂଶ ପ୍ରଦାନ

September 29, 2026

ଆମେରିକାର ‘ମୋଷ୍ଟ ୱାଣ୍ଟେଡ୍’ ତାଲିକାରେ ଗୋଲ୍ଡୀ ବ୍ରାର: ୧୦ ଲକ୍ଷ ଡଲାର ପୁରସ୍କାର ଘୋଷଣା କଲା FBI

September 29, 2026
Latest News

FCRA ସହ ଜଡିତ ମାମଲା: ଦୁଇ ଗୃହ ମନ୍ତ୍ରଣାଳୟ ଅଧିକାରୀଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ 

September 29, 2026

ଇଣ୍ଡିଆ ମେଣ୍ଟ ବୈଠକ ପାଇଁ ବଡ଼ ନିଷ୍ପତ୍ତି ନେଲେ ଡିଏମକେ-ଆପ: ଯୋଗ ଦେବେ ନାହିଁ ଅଖିଳେଶ

September 29, 2026

Nalco Dividend: ନାଲକୋ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ୧,୦୮୩ କୋଟି ଟଙ୍କାର ଲାଭାଂଶ ପ୍ରଦାନ

September 29, 2026

ଆମେରିକାର ‘ମୋଷ୍ଟ ୱାଣ୍ଟେଡ୍’ ତାଲିକାରେ ଗୋଲ୍ଡୀ ବ୍ରାର: ୧୦ ଲକ୍ଷ ଡଲାର ପୁରସ୍କାର ଘୋଷଣା କଲା FBI

September 29, 2026

ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ହସ୍ତକ୍ଷେପ: ଓଡ଼ିଶା ସରକାରଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.