Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ନୂଆଦିଲ୍ଲୀ ଗସ୍ତ, ମାଓ ମୁକାବିଲା ବୈଠକରେ ଦେବେ ଯୋଗ
ଆଜିର ଖବର

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ନୂଆଦିଲ୍ଲୀ ଗସ୍ତ, ମାଓ ମୁକାବିଲା ବୈଠକରେ ଦେବେ ଯୋଗ

September 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ନୂଆଦିଲ୍ଲୀ ଗସ୍ତ, ମାଓ ମୁକାବିଲା ବୈଠକରେ ଦେବେ ଯୋଗ

ଭୁବନେଶ୍ବର: ଆଜିଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ ଆୟୋଜିତ ନକ୍ସଲ ମୁକାବିଲା ବୈଠକରେ ଯୋଗଦେବେ। ଗୃହମନ୍ତ୍ରୀ ଅମିତ ସାହାଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠରେ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ। ଏହି ବୈଠକ ଆସନ୍ତା ରବିବାର ଦିନ ବସିବ। ସେ ସେହିଦିନ ବୈଠକ ଶେଷ ଭୁବନେଶ୍ବର ଫେରିଆସିବେ।

କେନ୍ଦ୍ର ସରକାର ନକ୍ସଲ ମୁକାବିଲା ପାଇଁ ଏହି ବୈଠକ ଡାକିଥାନ୍ତି। ଏହି ମାଓ ଦମନ ପାଇଁ କେନ୍ଦ୍ର ସରକାର କେନ୍ଦ୍ରୀୟ ବଳ ଯୋଗାଇ ଦେବା ସହିତ ଆର୍ଥିକ ଅନୁଦାନ ମଧ୍ୟ ଦେଇଥାନ୍ତି। ତେବେ ଓଡିଶାକୁ ମାଓ ମୁକାବିଲା ପାଇଁ କେନ୍ଦ୍ରୀୟ ଅନୁଦାନ ପ୍ରାୟ ନଅ ଶହ କୋଟି ଟଙ୍କା ବାକି ରହିଛି। ସେହି ବକେୟା ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଉଠାଇପାରନ୍ତି ବୋଲି ଜଣାପଡିଛି। ବହୁଦିନ ପରେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି।

ନୂଆଦିଲ୍ଲୀ ଗସ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026
Latest News

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.