Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୮୩୩ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୮୩୩ ଆକ୍ରାନ୍ତ ଚିହ୍ନଟ

October 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୮୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୮ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୮ ଲକ୍ଷ ୭୧ ହଜାର ୮୮୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୯ ହଜାର ୫୩୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୧ ଲକ୍ଷ ୭୫ ହଜାର ୬୬୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୪୬ ହଜାର ୬୮୭ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍ କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ବିସ୍ତୃତ ରାଶିଫଳ: ପହିଲି ରଜରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

June 14, 2026

ସାୟନୀ ଘୋଷଙ୍କୁ ଯୁବ ସଭାପତି ପଦରୁ ହଟାଇଲା ଟିଏମସି, ଅର୍ଣ୍ଣବ ବାନାର୍ଜୀଙ୍କୁ ନୂଆ ଦାୟିତ୍ୱ

June 14, 2026

କୋଇଲା ଖଣିରେ ଶ୍ୱାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ

June 14, 2026

ଇରାନ-ଆମେରିକା ଚୁକ୍ତି ନେଇ ବଡ଼ ଅପଡେଟ୍: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଚୁକ୍ତି ସ୍ୱାକ୍ଷର ହେବ ବୋଲି ଟ୍ରମ୍ପଙ୍କ ଦାବି

June 14, 2026
Latest News

ବିସ୍ତୃତ ରାଶିଫଳ: ପହିଲି ରଜରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

June 14, 2026

ସାୟନୀ ଘୋଷଙ୍କୁ ଯୁବ ସଭାପତି ପଦରୁ ହଟାଇଲା ଟିଏମସି, ଅର୍ଣ୍ଣବ ବାନାର୍ଜୀଙ୍କୁ ନୂଆ ଦାୟିତ୍ୱ

June 14, 2026

କୋଇଲା ଖଣିରେ ଶ୍ୱାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ

June 14, 2026

ଇରାନ-ଆମେରିକା ଚୁକ୍ତି ନେଇ ବଡ଼ ଅପଡେଟ୍: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଚୁକ୍ତି ସ୍ୱାକ୍ଷର ହେବ ବୋଲି ଟ୍ରମ୍ପଙ୍କ ଦାବି

June 14, 2026

ସମ୍ପର୍କର ଦେଶରେ ସମ୍ପର୍କହୀନତା! ନିଃସଙ୍ଗତା ରିପୋର୍ଟ ଉଠାଇଲା ବଡ଼ ପ୍ରଶ୍ନ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.