Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୯୮୭ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୯୮୭ ଆକ୍ରାନ୍ତ ଚିହ୍ନଟ

October 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୯୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୨୦ ହଜାର ୭୩୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୧ ହଜାର ୪୩୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୩ ଲକ୍ଷ ୬୨ ହଜାର ୭୦୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୬ ହଜାର ୫୮୬ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍ କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ଥାନ ମହାଲଢେଇ: ପରିସଂଖ୍ୟାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 14, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ବେଙ୍ଗାଲୁରୁରେ ପ୍ରତିବାଦ କରିବ CJP: ଯୋଗଦେବେ ପ୍ରକାଶ ରାଜ 

June 14, 2026

ପାଟଳୀପୁତ୍ର ଷ୍ଟେସନରେ ଛାତ୍ରଙ୍କ ତାଣ୍ଡବ: ପରୀକ୍ଷା ଚାପରୁ ପଥରମାଡ଼ ପର୍ଯ୍ୟନ୍ତ, ୩ ଘଣ୍ଟାର ଅରାଜକତାର ପୂରା କାହାଣୀ

June 14, 2026

ସ୍ତ୍ରୀକୁ ହାଣିଲା ସ୍ଵାମୀ

June 14, 2026
Latest News

ଆଜି ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ଥାନ ମହାଲଢେଇ: ପରିସଂଖ୍ୟାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 14, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ବେଙ୍ଗାଲୁରୁରେ ପ୍ରତିବାଦ କରିବ CJP: ଯୋଗଦେବେ ପ୍ରକାଶ ରାଜ 

June 14, 2026

ପାଟଳୀପୁତ୍ର ଷ୍ଟେସନରେ ଛାତ୍ରଙ୍କ ତାଣ୍ଡବ: ପରୀକ୍ଷା ଚାପରୁ ପଥରମାଡ଼ ପର୍ଯ୍ୟନ୍ତ, ୩ ଘଣ୍ଟାର ଅରାଜକତାର ପୂରା କାହାଣୀ

June 14, 2026

ସ୍ତ୍ରୀକୁ ହାଣିଲା ସ୍ଵାମୀ

June 14, 2026

ତାମିଲନାଡୁ ରାଜନୀତିରେ ତୀବ୍ର ହେଲା ବାକ୍‌ଯୁଦ୍ଧ: ବିଜୟଙ୍କୁ ଟାର୍ଗେଟ କଲେ ଷ୍ଟାଲିନ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.