Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରିଲାଏନ୍ସ ଇଣ୍ଡଷ୍ଟ୍ରିଜ଼ର ଦ୍ୱିତୀୟ ତ୍ରୟମାସ ନିଟ ଲାଭ ୪୬% ବୃଦ୍ଧି ସହ ୧୫ ହଜାର ୪୭୯ କୋଟି ଟଙ୍କା
ଆଜିର ଖବର

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ଼ର ଦ୍ୱିତୀୟ ତ୍ରୟମାସ ନିଟ ଲାଭ ୪୬% ବୃଦ୍ଧି ସହ ୧୫ ହଜାର ୪୭୯ କୋଟି ଟଙ୍କା

October 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରିଲାଏନ୍ସ ଇଣ୍ଡଷ୍ଟ୍ରିଜ଼ର ଦ୍ୱିତୀୟ ତ୍ରୟମାସ ନିଟ ଲାଭ ୪୬% ବୃଦ୍ଧି ସହ ୧୫ ହଜାର ୪୭୯ କୋଟି ଟଙ୍କା

ମୁମ୍ବାଇ: ଚଳିତ ଆର୍ଥିକ ବର୍ଷର ଦ୍ବିତୀୟ କ୍ବାର୍ଟରରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ଼ ଲିମିଟେଡ଼ର ନିଟ ଲାଭ ୪୬% ବୃଦ୍ଧି ପାଇ ୧୫,୪୭୯ କୋଟି ହୋଇଥିବା କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି । ଗତବର୍ଷ ଦ୍ବିତୀୟ କ୍ବାର୍ଟରରେ ରିଲାଏନ୍ସର ଲାଭ ୧୦ ହଜାର ୬୦୨ କୋଟି ଟଙ୍କା ଥିବା ବେଳେ ଜୁନରେ ଶେଷ ହୋଇଥିବା ଚଳିତ ଆର୍ଥିକ ବର୍ଷର ପ୍ରଥମ କ୍ବାର୍ଟରରେ କମ୍ପାନି ୧୩ ହଜାର ୮୦୬ କୋଟି ଟଙ୍କା ଲାଭ କରିଥିଲା ।

ଚଳିତ ଆର୍ଥିକ ବର୍ଷର ଦ୍ବିତୀୟ କ୍ବାର୍ଟରରେ କମ୍ପାନିର ରିଟେଲ୍, ଡିଜିଟାଲ୍ ଏବଂ ତୈଳ ଠାରୁ ଆରମ୍ଭ କରି କେମିକାଲ୍ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଭଲ ବ୍ୟବସାୟ ହୋଇଛି । କମ୍ପାନିର ମୋଟ ରାଜସ୍ବ, ଗତବର୍ଷ ଏହି ସମୟ ତୁଳନାରେ ୪୯.୨ ପ୍ରତିଶତ ବୃଦ୍ଧି ସହ ୧.୯୧ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି ।

ରିଲାଏନ୍ସ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026
Latest News

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.