Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଛଅ ବର୍ଷର ଶିଶୁକୁ ସହାୟତା ଯୋଗାଇଲା କଳ୍ପନା ଛକ ଟୋକାସଂଘ
ଆଞ୍ଚଳିକ

ଛଅ ବର୍ଷର ଶିଶୁକୁ ସହାୟତା ଯୋଗାଇଲା କଳ୍ପନା ଛକ ଟୋକାସଂଘ

October 31, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କଳ୍ପନା ଛକ ଟୋକା ସଂଘ ଦ୍ୱାରା ଅସହାୟ କର୍କଟ ପୀଡ଼ିତମାନଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା ହୋଇଥିବା ସମାଜ ମଙ୍ଗଳ ହୁଣ୍ଡି ୨୦ତମ ସମାଜ ମଙ୍ଗଳ ହୁଣ୍ଡିର, ହୁଣ୍ଡିଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ହୁଣ୍ଡିରୁ ଆଦୟ ମୋଟ ୨୦ ହଜାର ୧୫୦ଟଙ୍କା କଣାସ ବୀରକିଶୋରପୁର ଗ୍ରାମର ଛଅବର୍ଷର କର୍କଟ ପୀଡ଼ିତ ଶିଶୁ ସତ୍ୟନାରାୟଣ ସ୍ୱାଇଁକୁ ଅତିଥିମାନଙ୍କ ହସ୍ତରେ ପ୍ରଦାନ କରାଯାଇଛି।

ସଂଘର ପ୍ରତିଷ୍ଠାତା ବାପୁ ଓଝାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭବେ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ଯୋଗଦେଇ ସମାଜ ମଙ୍ଗଳ ହୁଣ୍ଡି ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ସମ୍ମାନିତ ଅତିଥିମାନଙ୍କ ମଧ୍ୟରେ ଏସିପି ବିଷ୍ଣୁ ପ୍ରସାଦ ପାତ୍ର, ବିଜେଡ଼ି ରାଜ୍ୟ ସମ୍ପାଦକ ଅମରେଶ ଜେନା, ସମାଜସେବୀ ମୀରା ପରିଡ଼ା, କଣ୍ଠଶିଳ୍ପୀ ଡଃ ଜୟଶ୍ରୀ ଧଳ, ସମାଜସେବୀ ବନ୍ଦନା ହରିଚନ୍ଦନ, ସମାଜସେବୀ ଅମୀୟବାଳା ପରିଡ଼ା, ନିର୍ଦ୍ଦେଶକ ଚନ୍ଦ୍ରଭାନୁ କର, ଜନନେତା ବିଜୟ ପରିଡ଼ା, ସମାଜସେବୀ ବିନ୍ଦାସ ଚିନୁ, ପ୍ରଧ୍ୟାପକ ଡଃ ଅସିତ ଦାସ ପ୍ରମୁଖ ଯୋଗ ଦେଇ ଏହି ମହାନ କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିଥିଲେ । ଏହାସହ କଳ୍ପନା ଅଞ୍ଚଳର ବିଭିନ୍ନ ପ୍ରତିଷ୍ଠିତ ପ୍ରତିଭାମାନଙ୍କୁ ‘କଳ୍ପନା ଗୌରବ ସମ୍ମାନ’ ପ୍ରଦାନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ସଂଘର ସଭାପତି ଧୀରେନ ରାଉତରାୟ, ଉପସଭାପତି ପବିତ୍ର ଗଜେନ୍ଦ୍ର, କୋଷାଧ୍ୟକ୍ଷ ଅରୁଣ ଜେନା ସଭାକାର୍ଯ୍ୟ ପରିଚାଳନା କରିଥିଲେ। ତନ୍ମୟ ସାମନ୍ତରାୟ, ରୋହିତ ନାୟକ, ଗିରିଶ ମିଶ୍ର, ଦୀପକ ବାରିକ, ସୁରେଶ ମାଝୀ, ପ୍ରମୋଦ ପତି, ରାଜକୁମାର, କାଳି ବେହେରା, ସ୍ନିଗ୍ଧା ମହାନ୍ତି, ପ୍ରଜ୍ଞା ପ୍ରିୟଦର୍ଶିନୀ ରଥ, ବର୍ଷା ଦାଶ, ରୂପଶ୍ରୀ ସାହୁ, ଇମନ ମହାନ୍ତି, ସୁଭାସି ଶଢଙ୍ଗୀ, ଭୁବନାନନ୍ଦ ସମାନ୍ତ, ଚିତ୍ତରଞ୍ଜନ ଦାଶ, ରଞ୍ଜନ ବେହେରା ପ୍ରମୁଖ ଯୋଗ ଦେଇଥିଲେ ଧନ୍ୟବାଦ ଅର୍ପଣ କରିଥିଲେ ଇଂ ସୌମ୍ୟରଞ୍ଜନ ରାଉତ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ଜାତୀୟ ଯୁବ ଦିବସ ଅବସରରେ ସ୍ବାମୀ ବିବେକାନନ୍ଦଙ୍କ ଚିନ୍ତନ ଓ ଦର୍ଶନ ସମ୍ପର୍କରେ ଆଲୋଚନା ଚକ୍ର

January 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ

January 12, 2026

ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

January 12, 2026

ବାଣପୁର ବ୍ଲକ ସ୍ତରୀୟ ବନ୍ଦେମତରମ୍ ତାଲିମ ପ୍ରଶିକ୍ଷଣ

January 11, 2026
Latest News

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026

ଭାରତରେ ଗଣତନ୍ତ୍ରର ଅର୍ଥ ହେଉଛି ଶେଷ ବ୍ୟକ୍ତି ପର୍ଯ୍ୟନ୍ତ ସେବା ପହଞ୍ଚାଇବା: ପ୍ରଧାନମନ୍ତ୍ରୀ

January 16, 2026

୧୧.୧ ହଜାର କେଜି ମହୁଲ ପୋଚ ନଷ୍ଟ କରିବା ସହ ୧୫୬୦ ଲିଟର ଦେଶୀ ମଦ ଜବତ

January 16, 2026

ମଙ୍ଗଳାଯୋଡି ଇକୋ ଟୁରିଜିମ ସ୍ଥଳ ପରିଦର୍ଶନ କଲେ ରାଜ୍ୟପାଳ

January 16, 2026

ମୁଖ୍ୟ ଶାସନ ସଚିବଙ୍କ କନ୍ଧମାଳ ଜିଲ୍ଲା ପିଏମଶ୍ରୀ ବାଳିକା ସେବାଶ୍ରମ ସ୍କୁଲ୍‌ ପରିଦର୍ଶନ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.