Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବରଙ୍ଗପୁର ଜିଲ୍ଲାର ସୂଚନା ପ୍ରଯୁକ୍ତି ଓ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା
ଆଜିର ଖବର

ନବରଙ୍ଗପୁର ଜିଲ୍ଲାର ସୂଚନା ପ୍ରଯୁକ୍ତି ଓ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା

November 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବରଙ୍ଗପୁର ଜିଲ୍ଲାର ସୂଚନା ପ୍ରଯୁକ୍ତି ଓ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା

ଭୁବନେଶ୍ୱର: ଇଲେକ୍‌ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଗତକାଲି ନବରଙ୍ଗପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାର ସୂଚନା ପ୍ରଯୁକ୍ତି ଏବଂ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କରିଛନ୍ତି। ଅପରାହ୍ନରେ ଜିଲ୍ଲା ସର୍କିଟ୍‌ ହାଉସଠାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ବେହେରା ଜିଲ୍ଲାରେ ମୋବାଇଲ୍‌ ନେଟ୍‌ୱାର୍କର ସ୍ଥିତି, ବିଭିନ୍ନ ଗ୍ରାମାଞ୍ଚଳକୁ ଇଣ୍ଟରନେଟ୍‌ ସୁବିଧା ସହ ଜିଲ୍ଲାର ଆଇଟି ଭିତ୍ତିଭୂମିର ସୁଦୃଢ଼ୀକରଣ ନେଇ ଆଲୋଚନା କରିଥିଲେ ।

ଏଥି ସହ ଜିଲ୍ଲାରେ ଖେଳପଡ଼ିଆର ବିକାଶ, ତୃଣମୂଳସ୍ତରରୁ ଖେଳାଳୀ ଚୟନ, କ୍ରୀଡ଼ା ଭିତ୍ତିଭୂମିର ବିକାଶ ଏବଂ ଖେଳାଳୀମାନଙ୍କୁ ଆଧୁନିକ ତାଲିମ ଜରିଆରେ ଜିଲ୍ଲାର ଅଧିକ ଖେଳାଳୀ ସୃଷ୍ଟି କରିବା ସହ ସ୍ଥାନୀୟ କ୍ରୀଡ଼ାର ବିକାଶ ପାଇଁ କ’ଣସବୁ ପଦକ୍ଷେପ ନିଆଯାଇପାରିବ ସେ ନେଇ ଅଧିକାରୀମାନଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ। ଆଜିର ଏହି ବୈଠକରେ ନବରଙ୍ଗପୁର ଜିଲ୍ଲାପାଳ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ, ଜିଲ୍ଲା କ୍ରୀଡ଼ା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଆସନ୍ତାକାଲି ମନ୍ତ୍ରୀ ଶ୍ରୀ ବେହେରା ଉମରକୋଟ ବ୍ଲକ୍‌ ଗସ୍ତ କରିବା ସହ ସ୍ଥାନୀୟ ଅଧିକାରୀ, ପଞ୍ଚାୟତିରାଜ ପ୍ରତିନିଧି ଏବଂ ସ୍ଥାନୀୟ କ୍ରୀଡ଼ାବିତ୍‌ଙ୍କୁ ଭେଟିବା ସହ ଅଞ୍ଚଳର କ୍ରୀଡ଼ା ଭିତ୍ତିଭୂମି ଏବଂ ସୂଚନା ପ୍ରଯୁକ୍ତିର ବିକାଶ ନେଇ ଆଲୋଚନା କରିବେ। ସେହିପରି ଆସନ୍ତା ୭ ତାରିଖରେ ମନ୍ତ୍ରୀ ଚନ୍ଦାହାଣ୍ଡି ବ୍ଲକ୍‌ ଗସ୍ତ କରିବା ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି ।

ତୁଷାରକାନ୍ତି ବେହେରା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Latest News

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.