Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ର ପୋଲିସ୍ ର ବଡ ସଫଳତା: ଏନକାଉଣ୍ଟରରେ ୨୬ ନକ୍ସଲ ମୃତ, ୩ ଯବାନ ଆହତ
ଆଜିର ଖବର

ମହାରାଷ୍ଟ୍ର ପୋଲିସ୍ ର ବଡ ସଫଳତା: ଏନକାଉଣ୍ଟରରେ ୨୬ ନକ୍ସଲ ମୃତ, ୩ ଯବାନ ଆହତ

November 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗତକାଲିଠାରୁ ବିଜାପୁରରେ ଗୁଳିବିନିମୟ ଜାରି: ମୃତ ମାଓବାଦୀଙ୍କ ସଂଖ୍ୟା ୬ କୁ ବୃଦ୍ଧି
ଗତକାଲିଠାରୁ ବିଜାପୁରରେ ଗୁଳିବିନିମୟ ଜାରି: ମୃତ ମାଓବାଦୀଙ୍କ ସଂଖ୍ୟା ୬ କୁ ବୃଦ୍ଧି

ମୁମ୍ବାଇ: ଗଢଚିରୋଲି ଜଙ୍ଗଲରେ ପୋଲିସ ଏବଂ ନକ୍ସଲମାନଙ୍କ ମଧ୍ୟରେ ହୋଇଥିବା ମୁକାବିଲାରେ ମହାରାଷ୍ଟ୍ର ପୋଲିସ ବଡ଼ ସଫଳତା ହାସଲ କରିଛି। ଏହି ଏନକାଉଣ୍ଟରରେ ମହାରାଷ୍ଟ୍ର ପୋଲିସର ସି-୬୦ ୟୁନିଟ୍ ଦ୍ୱାରା ୨୬ ନକ୍ସଲଙ୍କ ମୃତ୍ୟୁ ହୋଇଛି। ଏହି ଏନକାଉଣ୍ଟରରେ ତିନି ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି। ବହୁ ପରିମାଣର ନକ୍ସଲ ସାମଗ୍ରୀ ଉଦ୍ଧାର କରାଯାଇଛି। ଆହୁରି ଅନେକ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ନେଇ ଆଶା କରାଯାଉଛି।

ଆହତ ହୋଇଥିବା ତିନି ଜଣ ପୋଲିସଙ୍କୁ ଚିକିତ୍ସା ପାଇଁ ନାଗପୁର ସ୍ଥାନାନ୍ତରିତ କରାଯାଇଛି। ଛତିଶଗଡର ଜଙ୍ଗଲରୁ କିଛି ନକ୍ସଲମାନେ ଗଢଚିରୋଲି ଯାଉଥିବା ନେଇ ପୋଲିସର କମାଣ୍ଡୋ ଟିମ୍ ସୂଚନା ପାଇଥିଲା। ପରେ ପୋଲିସ ଟିମ୍ ସର୍ଚ୍ଚ ଅପରେସନ୍ ବେଳେ ଏହି ଏନକାଉଣ୍ଟର ଆରମ୍ଭ କରିଥିଲା।

ଏନକାଉଣ୍ଟର
Share. Facebook Twitter LinkedIn Email WhatsApp Copy Link

Related Posts

ବିଦେଶ ମାଟିରେ ଓଡିଆ କ୍ଷୁଦ୍ର ଚଳଚିତ୍ର ପୁରସ୍କୃତ, ଦିଲ୍ଲୀପ ହାଲି ଶ୍ରେଷ୍ଠ ପ୍ରଯୋଜକ

March 30, 2026

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଭାରତ ଅଭିମୁଖେ ଆସୁଛି ୯୪,୦୦୦ ମେଟ୍ରିକ୍‌ ଟନ ବିଶିଷ୍ଟ ଦୁଇଟି ଏଲପିଜି ଜାହାଜ 

March 30, 2026
Latest News

ବିଦେଶ ମାଟିରେ ଓଡିଆ କ୍ଷୁଦ୍ର ଚଳଚିତ୍ର ପୁରସ୍କୃତ, ଦିଲ୍ଲୀପ ହାଲି ଶ୍ରେଷ୍ଠ ପ୍ରଯୋଜକ

March 30, 2026

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.