Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପ୍ରଦେଶ କଂଗ୍ରେସ ପକ୍ଷରୁ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଉତ୍ସବ ପାଳିତ
ଆଞ୍ଚଳିକ

ପ୍ରଦେଶ କଂଗ୍ରେସ ପକ୍ଷରୁ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଉତ୍ସବ ପାଳିତ

November 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଉତ୍ସବ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ନେତୃବୃନ୍ଦ ମାଷ୍ଟରକ୍ୟାଂଟିନ୍ ଛକ ସ୍ଥିତ ପଣ୍ଡିତ ନେହେରୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ କଂଗ୍ରେସ ଭବନ ପରିସରରେ ନେହେରୁଙ୍କ ପ୍ରତିମୂର୍ତିରେ ପିସିସି ପକ୍ଷରୁ ମାଲ୍ୟାର୍ପଣ କରାଯାଇଥିଲା।

ଏହି ସମସ୍ତ କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ଯଜେ୍ଞଶ୍ୱର ବାବୁ, ରଶ୍ମି ମହାପାତ୍ର, ମନୋରଞ୍ଜନ ଦାଶ, ପଦ୍ମାକର ଗୁରୁ, ହଳଧର ସେଠୀ, ଜ୍ୟୋତିଷ ସାହୁ, ସ୍ୱାଧୀନବାଳା ଦାସ, ରଜନୀ ମହାନ୍ତି, ଲିଙ୍ଗରାଜ ସାହୁ, ପ୍ରକାଶ ମିଶ୍ର, ଅଭିଶେକ ମହାନନ୍ଦ, ରାଜକିଶୋର ବାରିକ, ଭାସ୍କର ସେଠୀ, ସଂଜୟ ମିଶ୍ର, ସଂକୁନା କହଁର, ମନୋରଞ୍ଜନ ରାଉତରାୟ, ଜୟକୃଷ୍ଣ ସୁବୁଦ୍ଧି, ଖଗେଶ୍ୱର ମଲ୍ଲିକ, ମିହିର ଆଚାର୍ଯ୍ୟ, ରଞ୍ଜିତ ପାତ୍ର, ନଳିନୀକାନ୍ତ ନାୟକ, ଦେବେନ୍ଦ୍ର ପ୍ରସାଦ ଦାସ, ଦେବୀ ପ୍ରସାଦ ସେଠୀ, ସୁବାଷ ପ୍ରଧାନ, ମୁନି ଥାପ୍ପା, ବିଂରଚି ବାରିକ, କୁଳମଣି ସାହୁ, ମିତ୍ରଭାନୁ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ନେହେରୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

ଜୟନ୍ତୀ ଉତ୍ସବ ପଣ୍ଡିତ ଜବାହରଲାଲ ନେହେରୁ ପ୍ରଦେଶ କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Latest News

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026

୭୩୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ

June 20, 2026

PM Modi Speech in Odia: ମୟୁରଭଂଜରେ ପ୍ରଧାନମନ୍ତ୍ରୀ ମୋଦି କଣ କହିଲେ, ପଢନ୍ତୁ ପୁରା ଭାଷଣ

June 20, 2026

ମିଳିଲାନି ରକ୍ତ, ଚାଲିଗଲା ୫ ବର୍ଷୀୟ ଶିଶୁପୁତ୍ରର ଜୀବନ : ଧର୍ମଗଡ ହସ୍ପିଟାଲରେ ଉତ୍ତେଜନା

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.