Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଥାନରେ ଯୁବଙ୍କୁ ଆକ୍ରମଣ: ତ୍ରିପୁରା କଂଗ୍ରେସ ମୁଖ୍ୟଙ୍କ ବିରୋଧରେ ମାମଲା
ଆଜିର ଖବର

ଥାନରେ ଯୁବଙ୍କୁ ଆକ୍ରମଣ: ତ୍ରିପୁରା କଂଗ୍ରେସ ମୁଖ୍ୟଙ୍କ ବିରୋଧରେ ମାମଲା

April 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଥାନା ମଧ୍ୟରେ ଜଣେ ଯୁବକଙ୍କୁ ଚାପୁଡା ମାରିବା ଅଭିଯୋଗରେ ତ୍ରିପୁରା କଂଗ୍ରେସ ମୁଖ୍ୟ ପ୍ରଦ୍ୟୋତ ଦେବ ବର୍ମନଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ପୂର୍ବ ତ୍ରିପୁରାର ସାଂସଦ ପ୍ରାର୍ଥୀ ତଥା ପ୍ରଦ୍ୟୋତଙ୍କ ଭଉଣୀ ପ୍ରଜ୍ଞା ଦେବ ବର୍ମନଙ୍କ ରାଲି ଉପରେ ଆକ୍ରମଣ ଘଟଣାରେ ଉକ୍ତ ଯୁବକଙ୍କୁ ଗିରଫ କରାଯାଇଥିଲା। ଯୁବକ ଜଣଙ୍କୁ କଂଗ୍ରେସ ମୁଖ୍ୟ ଥାନା ମଧ୍ୟରେ ଚାପୁଡା ମାରୁଥିବାର ଦୃଶ୍ୟ ସିସିଟିଭିରେ କଏଦ ହୋଇ ରହିଛି। ଏହି ଘଟଣା ନେଇ ତ୍ରିପୁରା ପୋଲିସ୍‌ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଛି। ସୂଚନାଯୋଗ୍ୟ ଯେ, ଆଇନ ଶୃଙ୍ଖଳା ପରସ୍ଥିତି କାରଣରୁ ତ୍ରିପୁରାରେ ନିର୍ବାଚନ ୧୮ରୁ ୨୩ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଏହି ଘଟଣାକୁ ନେଇ ଉଭୟ ରାଜନୈତିକ ଦଳ ପରସ୍ପରକୁ ଦୋଷାରୋପ କରୁଥିବା ବେଳେ ଏହା କଂଗ୍ରେସ ଏବଂ ସିପିଏମ୍‌ର ଚାଲ୍‌ ବୋଲି ବିଜେପି ନେତା ତଥା ଆଇନ ମନ୍ତ୍ରୀ ରତନ ଲାଲ ନାଥ କହିଛନ୍ତି।

 

Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକା ଭିସା ସ୍ଥଗିତ କରିବା ପରେ ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଏବେ ଟ୍ରମ୍ପଙ୍କ ପାଦ ଧରିବେ ଶାହବାଜ

January 15, 2026

ଆଥର 450 ଆପେକ୍ସ ନା ସୁଜୁକି ଇ-ଆକ୍ସେସ୍, କେଉଁ ଇଲେକ୍ଟ୍ରିକ୍ ସ୍କୁଟର ଅଧିକ ଶକ୍ତିଶାଳୀ?: ଜାଣନ୍ତୁ ପାର୍ଥକ୍ୟ

January 15, 2026

ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

January 15, 2026

କେରଳର SAI ହଷ୍ଟେଲରେ ଦୁଇ ନାବାଳିକା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ: ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

January 15, 2026
Latest News

ବିଜେଡିର ବଡ କାର୍ଯ୍ୟାନୁଷ୍ଠାନ, ଦୁଇ ବିଧାୟକଙ୍କୁ ଦଳରୁ କଲା ନିଲମ୍ବିତ

January 15, 2026

ଭାରତରେ ଷ୍ଟାର୍ଟଅପ୍ ଇକୋସିଷ୍ଟମର ପୁନଃନିର୍ମାଣ

January 15, 2026

ଆମେରିକା ଭିସା ସ୍ଥଗିତ କରିବା ପରେ ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଏବେ ଟ୍ରମ୍ପଙ୍କ ପାଦ ଧରିବେ ଶାହବାଜ

January 15, 2026

ଆଥର 450 ଆପେକ୍ସ ନା ସୁଜୁକି ଇ-ଆକ୍ସେସ୍, କେଉଁ ଇଲେକ୍ଟ୍ରିକ୍ ସ୍କୁଟର ଅଧିକ ଶକ୍ତିଶାଳୀ?: ଜାଣନ୍ତୁ ପାର୍ଥକ୍ୟ

January 15, 2026

ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.