ରାଜ୍ୟରେ ଚିହ୍ନଟ ହେଲେ ୧୭୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Nov 22, 2021, 11:10 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୮ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ୱର ଜିଲ୍ଲାରୁ – ୫

ବରଗଡ ଜିଲ୍ଲାରୁ- ୧

ବୌଦ୍ଧ ଜିଲରୁ- ୩

କଟକ ଜିଲ୍ଲାରୁ – ୧୦

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୭

ଜଗତସିଂହପୁର ଜିଲ୍ଲାରୁ – ୧

ଯାଜପୁର ଜିଲ୍ଲାରୁ – ୭

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୪

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧାରୁ- ୭୬

ମୟୂରଭଞ୍ଜ ଜିଲ୍ଲାରୁ- ୫

ପୁରୀ ଜିଲ୍ଲାରୁ- ୫

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୩

ସୋନପୁର ଜିଲ୍ଲାରୁ – ୧

ସୁନ୍ଦରଗଡ଼ ଜିଲ୍ଲାରୁ – ୫

ଷ୍ଟେଟ ପୁଲରୁ- ୧୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୧୭୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୬ ହଜାର ୫୦୧ ଏବଂ ବର୍ତ୍ତମାନ ୨୨୨୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts