Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

November 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୩୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲାଇ ଗତ ୨୪ ଘଣ୍ଟାରେ ୨୩୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୮୦ ହଜାର ୮୩୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୮ ହଜାର ୭୯୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୮ ହଜାର ୧୮୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୩ ହଜାର ୮୫୯ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ଟିଭ୍‌ କେସ୍ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.