Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତିନୋଟି କୃଷି ଆଇନ ପ୍ରତ୍ୟାହାର ନେଇ ଆଜି ପ୍ରକାଶ ପାଇଲା ଗେଜେଟ୍ ବିଜ୍ଞପ୍ତି
ଆଜିର ଖବର

ତିନୋଟି କୃଷି ଆଇନ ପ୍ରତ୍ୟାହାର ନେଇ ଆଜି ପ୍ରକାଶ ପାଇଲା ଗେଜେଟ୍ ବିଜ୍ଞପ୍ତି

December 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ତିନୋଟି କୃଷି ଆଇନ ପ୍ରତ୍ୟାହାର ନେଇ ଆଜି ପ୍ରକାଶ ପାଇଲା ଗେଜେଟ୍ ବିଜ୍ଞପ୍ତି

ନୂଆଦିଲ୍ଲୀ: ତିନୋଟି କୃଷି ଆଇନ ପ୍ରତ୍ୟାହାର ସମ୍ପର୍କରେ ସରକାର ଆଜି ଏକ ଗେଜେଟ୍ ବିଜ୍ଞପ୍ତି ଜାରି କରିଛନ୍ତି। ସଂସଦର ଚାଲିଥିବା ଶୀତକାଳୀନ ଅଧିବେଶନର ପ୍ରଥମ ଦିନରେ ଉଭୟ ଗୃହରେ ଏହି ଆଇନଗୁଡ଼ିକୁ ରଦ୍ଦ କରିବା ପାଇଁ ବିଲ୍ ପାରିତ ହୋଇଥିଲା। ଏହାପରେ ଗେଜେଟ ନୋଟିଫିକେସନ ଜାରୀ ହୋଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତ ମାସର 19 ତାରିଖ ଦିନ ଦେଶକୁ ସମ୍ବୋଧିତ କରି ଏହି ଆଇନ ପ୍ରତ୍ୟାହାର ହେଲା ବୋଲି ଘୋଷଣା କରିଥିଲେ। ସେ କହିଥିଲେ ଯେ ସଂସଦର ଶୀତକାଳୀନ ଅଧିବେଶନରେ 2019 ରେ ପ୍ରସ୍ତୁତ ଏହି କୃଷି ଆଇନ ପ୍ରତ୍ୟାହାର ବିଲ ଆସିବ। ଗୁରୁ ପର୍ବ ଦିନ ଭଲ ମନୋଭାବରେ ଘରକୁ ଯିବାକୁ ସମସ୍ତ ଚାଷୀଙ୍କୁ ଶ୍ରୀ ମୋଦୀ ନିବେଦନ କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ ଘୋଷଣାରେ ମଧ୍ୟ କହିଛନ୍ତି ଯେ କୃଷି ସହ ଜଡିତ ସମସ୍ତ ଦିଗ ଉପରେ ଏକ କମିଟି ଗଠନ କରାଯିବ।

କୃଷି ଆଇନ ପ୍ରତ୍ୟାହାର କୃଷି ଆଇନ ପ୍ରତ୍ୟାହାର ବିଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ଆଉ ଔଷଧରେ ବ୍ୟବହାର ହେବ ନାହିଁ ଅଶ୍ୱଗନ୍ଧା ପତ୍ର, ଜାଣନ୍ତୁ କାହିଁକି FSSAI ଏହାକୁ ନିଷେଧ କଲା?

April 24, 2026

ରାଶିଫଳ: ଆଜି ଏପ୍ରିଲ ୨୪ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 24, 2026

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026
Latest News

ଆଉ ଔଷଧରେ ବ୍ୟବହାର ହେବ ନାହିଁ ଅଶ୍ୱଗନ୍ଧା ପତ୍ର, ଜାଣନ୍ତୁ କାହିଁକି FSSAI ଏହାକୁ ନିଷେଧ କଲା?

April 24, 2026

ରାଶିଫଳ: ଆଜି ଏପ୍ରିଲ ୨୪ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 24, 2026

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.