Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏବେ ଗୁଣୁପୁରରେ ଖୋଲିଲା ଭାରତର ବୃହତ୍ତମ ଫ୍ୟାସନ ଡେଷ୍ଟିନେସନ ‘ଟ୍ରେଣ୍ଡସ’ 
ଆଜିର ଖବର

ଏବେ ଗୁଣୁପୁରରେ ଖୋଲିଲା ଭାରତର ବୃହତ୍ତମ ଫ୍ୟାସନ ଡେଷ୍ଟିନେସନ ‘ଟ୍ରେଣ୍ଡସ’ 

December 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର/ରାୟଗଡା: ଭାରତର ବୃହତ୍ତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍‍ ‘ଟ୍ରେଣ୍ଡସ‘ ଓଡ଼ିଶାର ରାୟଗଡା ଜିଲାର ଗୁଣୁପର ସହରରେ ତାହାର ନୂଆ ଷ୍ଟୋର ଖୋଲିବା ସମ୍ପର୍କରେ ଘୋଷଣା କରିଛି।

ଟ୍ରେଣ୍ଡସ ବାସ୍ତବରେ ଭାରତର ଫ୍ୟାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସହ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଞ୍ଚିଛି ଏବଂ ସମ୍ପର୍କ ସୁଦୃଢ କରିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ଏହି ଟ୍ରେଣ୍ଡସ ଷ୍ଟୋରର ମଡର୍ଣ୍ଣ ଲୁକ୍‍ ଏବଂ ଆମ୍ବିଏନ୍ସ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜର ପରିସର ଓ ସୁଲଭ ମୂଲ୍ୟ ତଥା ଟଙ୍କାକୁ ଚାହିଁ ଉଚ୍ଚ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ଏହି ସହରର ଗ୍ରାହକମାନେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇବାକୁ ଆଶା ରଖିଛନ୍ତି।

ଗୁଣୁପୁର ଫ୍ୟାସନ ଡେଷ୍ଟିନେସନ
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.