Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ମୁମ୍ବାଇ ବିମାନ ବନ୍ଦରରୁ ୨୪୭ କୋଟିର ଡ୍ରଗ୍ସ ଜବତ, ଦୁଇ ବିଦେଶୀ ନାଗରିକ ଗିରଫ
ଅପରାଧ

ମୁମ୍ବାଇ ବିମାନ ବନ୍ଦରରୁ ୨୪୭ କୋଟିର ଡ୍ରଗ୍ସ ଜବତ, ଦୁଇ ବିଦେଶୀ ନାଗରିକ ଗିରଫ

December 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
arrest
RSS କାର୍ଯ୍ୟାଳୟ ଉପରେ ଆକ୍ରମଣ ଘଟଣା: ଅଭିଯୁକ୍ତମାନଙ୍କ ପାକିସ୍ତାନ ଲିଙ୍କ

ମୁମ୍ବାଇ: ମୁମ୍ବାଇର ଛତ୍ରପତି ଶିବାଜୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଡ୍ରଗ୍ସର ଏକ ବଡ଼ ଧରଣର କାରବାର ଧରାପଡିଛି। ବିମାନବନ୍ଦର ଇଣ୍ଟେଲିଜେନ୍ସ ୟୁନିଟ୍ (AIU) ଡିଆରଆଇର ଇନପୁଟ୍ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଡ୍ରଗ୍ସର ମୂଲ୍ୟ ପ୍ରାୟ ୨୪୭ କୋଟି ଟଙ୍କା ବୋଲି କୁହାଯାଉଛି। ୩୫ କିଲୋଗ୍ରାମ ହିରୋଇନ୍ ବଜାରକୁ ବିକ୍ରି ହେବା ପାଇଁ ବ୍ୟବସ୍ଥା କରାଯାଉଥିଲା।

ଡ୍ରଗ୍ ବିକ୍ରେତାମାନେ ନୂଆ ବର୍ଷ ପୂର୍ବରୁ ବିଷାକ୍ତ ପଦାର୍ଥ ଯୋଗାଇବାକୁ ଚେଷ୍ଟା କରିଥିଲେ। କିନ୍ତୁ ଯୋଜନା ବିଫଳ ହୋଇଥିଲା। ବିମାନ ବନ୍ଦରରେ ଏପର୍ଯ୍ୟନ୍ତ ଏତେ ପରିମାଣର ଡ୍ରଗ୍ସ ସାମଗ୍ରୀ ଜବତ ହେବାର ଏହା ହେଉଛି ପ୍ରଥମ ମାମଲା। ଏହି ମାମଲାରେ ଜିମ୍ବାୱେର ଦୁଇ ନାଗରିକଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ଜଣେ ୪୬ ବର୍ଷିୟା ମହିଳା ଏବଂ ଅନ୍ୟ ଜଣେ ୨୭ ବର୍ଷ ବୟସ୍କ ଯୁବକ ଥିଲେ। ଉଭୟଙ୍କୁ ଏଆଇୟୁ ଦ୍ୱାରା ଗିରଫ କରାଯାଇଛି।

ଡ୍ରଗ୍ସ ଜବତ ବିଦେଶୀ ନାଗରିକ ମୁମ୍ବାଇ ବିମାନ ବନ୍ଦର
Share. Facebook Twitter LinkedIn Email WhatsApp Copy Link

Related Posts

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026
Latest News

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.