Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଧ୍ବୀ ପ୍ରଜ୍ଞାଙ୍କୁ ନିର୍ବାଚନ କମିଶନଙ୍କ ନୋଟିସ୍‌
ଆଜିର ଖବର

ସାଧ୍ବୀ ପ୍ରଜ୍ଞାଙ୍କୁ ନିର୍ବାଚନ କମିଶନଙ୍କ ନୋଟିସ୍‌

April 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୋପାଳ ଲୋକସଭା ଆସନରୁ ଲଢ଼ୁଥିବା ବିଜେପି ପ୍ରାର୍ଥୀ ସାଧ୍ବୀ ପ୍ରଜ୍ଞାଙ୍କୁ ଶହୀଦ ହେମନ୍ତ କରକରେଙ୍କ ଉପରେ ଦେଇଥିବା ବିବାଦୀୟ ବୟାନ ଉପରେ ଇସି ନୋଟିସ ଜାରି କରିଛନ୍ତି। ୨୪ଘଣ୍ଟା ମଧ୍ୟରେ ଜବାବ ଦେବାକୁ ନିର୍ବାଚନ ଅଧିକାରୀ ସମୟ ଧାର୍ଯ୍ୟ କରିଛନ୍ତି। ସାଧ୍ବୀ ପ୍ରଜ୍ଞା ମୁମ୍ବାଇ ଆକ୍ରମଣରେ ଶହୀଦ ହେମନ୍ତ କରକରେଙ୍କ ଉପରେ ଦେଇଥିବା ଅମୂଳକ ମନ୍ତବ୍ୟ ନେଇ ବାଦବିବାଦ ଲାଗି ରହିଥିଲା। ସାଧ୍ବୀ କରକରେଙ୍କ ଉପରେ ବିବାଦୀୟ ବୟାନ ଦେଇ କହିଥିଲେ, ସେ ଦେଇଥିବା ଅଭିଶାପ ଯୋଗୁଁ ୨୬/୧୧ ମୁମ୍ବାଇ ଆକ୍ରମଣରେ କରକରେଙ୍କ ମୃତ୍ୟୁ ହୋଇଥିଲା। ପରେ ସାଧ୍ବୀ ପ୍ରଜ୍ଞା ନିଜ ବୟାନ ଫେରେଇ ନେଇଥିଲେ ଓ କ୍ଷମା ମାଗିଥିଲେ। କିନ୍ତୁ ଏପରି ବିବାଦୀୟ ବୟାନ ଦେଇଥିବାରୁ ନିର୍ବାଚନ କମିଶନ ଜବାବ ତଲବ କରିଛନ୍ତି।

ec notice sadvi thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026
Latest News

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି

July 2, 2026

‘ଜ୍ଞାନୋଦୟ–ଶିକ୍ଷାରୁ ସମୃଦ୍ଧି’: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷାର ନୂଆ ଅଧ୍ୟାୟ

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.