Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୫ ତାରିଖରେ ଦଶମ ଶ୍ରେଣୀ ଆସେସମେଣ୍ଟ ପରୀକ୍ଷା: ଗଣଶିକ୍ଷା ମନ୍ତ୍ରୀ
ଆଜିର ଖବର

ଆସନ୍ତା ୫ ତାରିଖରେ ଦଶମ ଶ୍ରେଣୀ ଆସେସମେଣ୍ଟ ପରୀକ୍ଷା: ଗଣଶିକ୍ଷା ମନ୍ତ୍ରୀ

December 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆସନ୍ତା ୫ ତାରିଖରେ ହିଁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଆସେସମେଣ୍ଟ ପରୀକ୍ଷା ଅନୁଷ୍ଠିତ ହେବ। ଏହାକୁ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସ୍ପଷ୍ଟ କରିଛନ୍ତି। କରୋନା ସଂକ୍ରମଣକୁ ଦେଖି ସରକାରୀ ବିଦ୍ୟାଳୟଗୁଡିକରେ କଟକଣାକୁ କଡାକଡି କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସରକାରୀ ବିଦ୍ୟାଳୟଗୁଡିକରେ କରୋନା କଟକଣାକୁ କଡାକଡି କରାଯାଉଛି। ଏଥିପାଇଁ ନିୟମିତ ଡିଇଓମାନଙ୍କ ସହ ଆଲୋଚନା ଜାରି ରହିଛି। ସବୁ ସ୍କୁଲକୁ ଏନେଇ ଆଲର୍ଟ କରାଯାଉଛି।

ସରକାରୀ ସ୍କୁଲରେ ଏପର୍ଯ୍ୟନ୍ତ କୌଣସି ସଂକ୍ରମଣ ମାମଲା ସେତେଟା ଦେଖାଯାଇନି। କିନ୍ତୁ କରୋନା କଟକଣାକୁ ମାନି ଦଶମ ଆସେସମେଣ୍ଟ ପରୀକ୍ଷା କରାଯିବ। ଯଦି ମାର୍ଚ୍ଚରେ ବାର୍ଷିକ ପାରିକ୍ଷା ହୋଇପାରିବ ନାହିଁ, ତେବେ ଏହି ପରୀକ୍ଷାର ଫଳାଫଳ ଅନୁଯାୟୀ ମୂଲ୍ୟାଙ୍କନ କରାଯିବ। ତେବେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବା ନିଷ୍ପତ୍ତି ଏପର୍ଯ୍ୟନ୍ତ  ହୋଇନାହିଁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।

ଗଣଶିକ୍ଷା ମନ୍ତ୍ରୀ ଦଶମ ଶ୍ରେଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.