Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆର ପ୍ରୋ ଭାଇସ ଚାନ୍ସେଲର ନିଯୁକ୍ତ ହେଲେ ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ଓ ପ୍ରଫେସର ଗଙ୍ଗାଧର ସାହୁ
ଆଜିର ଖବର

ସୋଆର ପ୍ରୋ ଭାଇସ ଚାନ୍ସେଲର ନିଯୁକ୍ତ ହେଲେ ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ଓ ପ୍ରଫେସର ଗଙ୍ଗାଧର ସାହୁ

January 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପ୍ରଫେସର ବିଭୂତି ଭୂଷଣ ପ୍ରଧାନ ଓ ପ୍ରଫେସର ଗଙ୍ଗାଧର ସାହୁ ଙ୍କୁ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟ ର ପ୍ରୋ- ଭାଇସ ଚାନ୍ସେଲର ଭାବେ ନିଯୁକ୍ତ କରାଯାଇଛି।

ପ୍ରଫେସର ପ୍ରଧାନ ବର୍ତ୍ତମାନ ବିଶ୍ଵବିଦ୍ୟାଳୟର ରେଜିଷ୍ଟ୍ରାର ଭାବେ କାର୍ଯ୍ୟ କରୁଥିଲା ବେଳେ ପ୍ରଫେସର ସାହୁ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ ଆଣ୍ଡ ସମ୍ ହସପିଟାଲର ଡିନ ଭାବେ ଅବସ୍ଥାପିତ ଅଟନ୍ତି।

ପ୍ରଫେସର ପ୍ରଧାନ ଓ ପ୍ରଫେସର ସାହୁ ପ୍ରୋ-ଭାଇସ ଚାନ୍ସେଲର ଭାବେ କାର୍ଯ୍ୟ ସମ୍ପାଦନ କରିବା ସହିତ ନିଜର ଅନ୍ୟ ଦାୟିତ୍ଵ ମଧ୍ୟ ତୁଲାଇବେ।

ପୂର୍ବରୁ ପ୍ରଫେସର ପ୍ରଧାନ ସୋଆ ପରିଚାଳିତ ସ୍କୁଲ ଅଫ ହୋଟେଲ ମ୍ୟାନେଜମେଣ୍ଟ ର ଡିନ, ଇନଷ୍ଟିଚ୍ୟୁଟ ଅଫ ବିଜନେସ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜର ଅଧ୍ୟକ୍ଷ ତଥା ମଣିପୁର ବିଶ୍ଵବିଦ୍ୟାଳୟ ର ବାଣିଜ୍ୟ ବିଭାଗ ର ଆସୋସିଏଟ ପ୍ରଫେସର ଭାବେ କାର୍ଯ୍ୟ କରିଛନ୍ତି।

ପ୍ରଫେସର ସାହୁ ପୂର୍ବରୁ ବୁର୍ଲାସ୍ଥିତ ଭି ଏସ ଏସ ମେଡିକାଲ କଲେଜର ସ୍ତ୍ରୀ ରୋଗ ବିଭାଗର ମୁଖ୍ୟ ଭାବେ ୬ ବର୍ଷ କାର୍ଯ୍ୟ କରିଥିଲେ। ସେ ରାଜ୍ୟର ଜଣେ ପ୍ରମୁଖ ସ୍ତ୍ରୀ ରୋଗ ବିଶେଷଜ୍ଞ ଅଟନ୍ତି।

ପ୍ରବୀଣ ସ୍ନାୟୁ ଶଲ୍ୟ ଚିକିତ୍ସକ ପ୍ରଫେସର ଡକ୍ଟର ଅଶୋକ କୁମାର ମହାପାତ୍ର ସୋଆ ବିଶ୍ଵବିଦ୍ୟାଳୟ ର ଭାଇସ ଚାନ୍ସେଲର ହୋଇଥିବା ବେଳେ ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ପ୍ରୋ-ଭାଇସ ଚାନ୍ସେଲର ଭାବେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି।

ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

୪ ଦିନ ପରେ ଏହି ଲୋକମାନଙ୍କୁ ମିଳିବ ନାହିଁ ପେଟ୍ରୋଲ, ନିର୍ଦ୍ଦେଶ ଜାରି କଲେ ଯୋଗୀ ସରକାର

August 27, 2025

‘ଭାରତ ଏବଂ ଆମେରିକା ମଧ୍ୟରେ ଖୁବ୍‌ଶୀଘ୍ର ମୁକ୍ତ ବାଣିଜ୍ୟ ଚୁକ୍ତିନାମା ହେବ’: ପୂର୍ବତନ ବୈଦେଶିକ ସଚିବ

August 27, 2025

ବୈଷ୍ଣୋ ଦେବୀ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୩୨ କୁ ବୃଦ୍ଧି

August 27, 2025

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ଆହାର କେନ୍ଦ୍ରର ଉଦଘାଟନ କାର୍ଯ୍ୟକ୍ରମ

August 27, 2025
Latest News

୪ ଦିନ ପରେ ଏହି ଲୋକମାନଙ୍କୁ ମିଳିବ ନାହିଁ ପେଟ୍ରୋଲ, ନିର୍ଦ୍ଦେଶ ଜାରି କଲେ ଯୋଗୀ ସରକାର

August 27, 2025

‘ଭାରତ ଏବଂ ଆମେରିକା ମଧ୍ୟରେ ଖୁବ୍‌ଶୀଘ୍ର ମୁକ୍ତ ବାଣିଜ୍ୟ ଚୁକ୍ତିନାମା ହେବ’: ପୂର୍ବତନ ବୈଦେଶିକ ସଚିବ

August 27, 2025

ବୈଷ୍ଣୋ ଦେବୀ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୩୨ କୁ ବୃଦ୍ଧି

August 27, 2025

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ଆହାର କେନ୍ଦ୍ରର ଉଦଘାଟନ କାର୍ଯ୍ୟକ୍ରମ

August 27, 2025

ପ୍ୟାକ୍ସ ଗୁଡ଼ିକ ଗୋଟିଏ ଗୋଟିଏ ୱାନ୍-ଷ୍ଟପ୍ ସପ୍ ଭଳି କାର୍ଯ୍ୟ କରିବ: ରାଜେଶ ପ୍ରଭାକର ପାଟିଲ

August 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.