Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»PANCHAYAT BREAKING: ଏଥର ପଞ୍ଚାୟତ ନିର୍ବାଚନରେ ସଭା, ରାଲି, ସମାବେଶ ବନ୍ଦ
ବିଶେଷ ଖବର

PANCHAYAT BREAKING: ଏଥର ପଞ୍ଚାୟତ ନିର୍ବାଚନରେ ସଭା, ରାଲି, ସମାବେଶ ବନ୍ଦ

January 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏଥର ପଞ୍ଚାୟତ ନିର୍ବାଚନରେ ସଭା, ରାଲି, ସମାବେଶ ବନ୍ଦ

ଭୁବନେଶ୍ବର: ଏଥର ପଞ୍ଚାୟତ ନିର୍ବାଚନ ଏକ ଭିନ୍ନ ଧରଣର ହେବ। କରୋନା କଟକଣା ପାଇଁ ଏଥର ପଞ୍ଚାୟତ ନିର୍ବାଚନ ପ୍ରଚାର ବିହୀନ ନିର୍ବାଚନ ହେବ। ଆଜି ରାଜ୍ୟ ନିର୍ବାଚନ କମିଶନର ଏହି ଘୋଷଣା କରିଛନ୍ତି। ଭୁବନେଶ୍ବରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କମିଶନର ଆଦିତ୍ୟ ପାଢୀ କହିଛନ୍ତି ଯେ, କରୋନା ପାଇଁ ଏଥର ପ୍ରଚାର ବନ୍ଦ କରାଯାଇଛି।

ତେବେ ପ୍ରାର୍ଥୀମାନେ ସେମାନଙ୍କ ପ୍ରଚାର କେବଳ ଘରକୁ ଘର ବୁଲି କରିପାରିବେ। ସାଥୀରେ ମାତ୍ର ପାଞ୍ଚଜଣ କର୍ମିଙ୍କୁ ନେଇ ଯାଇପାରିବେ। ତେବେ ସେମାନେ ଭଚ୍ୟୁୟାଲି କିମ୍ବା ଡିଜିଟାଲ ମାଧ୍ୟମରେ ପ୍ରଚାର କରିବାପାରିବେ।

ପୂର୍ବରୁ ଯେପରି ରାଲି, ସମାବେଶ, ଶୋଭାଯାତ୍ରା, ମଟର ରାଲି, ସାଇକେଲ ରାଲି, ସଭା ପ୍ରଭୃତି ପ୍ରଚାର ମାଧ୍ୟମ ବନ୍ଦ କରାଯାଇଛି। ଏହି ନିୟମକୁ ଯେ ଅମାନ୍ୟ କରିବ ତାଙ୍କ ବିରୋଧରେ କଠୋର ପଦକ୍ଷେପ ନିଆଯିବ ବୋଲି ନିର୍ବାଚନ କମିଶନର ସତର୍କ କରାଇଛନ୍ତି।

ପଞ୍ଚାୟତ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଚୁକ୍ତିଭିତ୍ତିକ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ କଲେ ନିୟମିତ

March 20, 2026

ପେଟ୍ରୋଲ ପରେ ମହଙ୍ଗା ହେଲା ଶିଳ୍ପ ଡିଜେଲ: ପ୍ରତି ଲିଟର ପ୍ରାୟ ୨୨ ଟଙ୍କାକୁ ବୃଦ୍ଧି

March 20, 2026

ପଖାଳ ପ୍ରେମରେ ସାରା ପୃଥିବୀ, ଆମ ସଂସ୍କୃତି ବିଶ୍ୱର ପ୍ରତ୍ୟେକ କୋଣରେ ପହଁଚୁଛି: ମୁଖ୍ୟମନ୍ତ୍ରୀ

March 20, 2026
Latest News

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.