Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନାରେ ସଂକ୍ରମିତ ହେଲେ ଲତା ମଙ୍ଗେଶକର: ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି
ଆଜିର ଖବର

କରୋନାରେ ସଂକ୍ରମିତ ହେଲେ ଲତା ମଙ୍ଗେଶକର: ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

January 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ପ୍ରସିଦ୍ଧ କଣ୍ଠଶିଳ୍ପୀ ଲତା ମଙ୍ଗେଶକର କରୋନା ପଜିଟିଭ୍ ହୋଇଥିବା ଜଣାପଡିଛି। ତାଙ୍କୁ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପରିବାର ସଦସ୍ୟ କହିଛନ୍ତି ଯେ, ତାଙ୍କର କରୋନାର ସାମାନ୍ୟ ଲକ୍ଷଣ ଅଛି। ଲତା ଦିଦିଙ୍କ ବୟସ ଦେଖି ତାଙ୍କୁ ଡାକ୍ତରଖାନାର ଆଇସିୟୁରେ ଭର୍ତ୍ତି କରାଯାଇଛି।

କୋଭିଡ କାରଣରୁ ଲତା ମଙ୍ଗେଶକରଙ୍କୁ ନିମୋନିଆ ମିଳିଛି, ଯାହାକୁ କୋଭିଡ ନିମୋନିଆ କୁହାଯାଏ। ଲତା ମଙ୍ଗେଶକର ଶନିବାର ରାତିରୁ ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଅଛନ୍ତି।

କରୋନା କରୋନା ପଜିଟିଭ୍ ବ୍ରିଚ କ୍ୟାଣ୍ଡି ହସ୍ପିଟାଲ ଲତା ମଙ୍ଗେଶକର
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026
Latest News

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.