Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧା: ବିଭିନ୍ନ ସ୍ଥାନରେ ଅବକାରୀ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ, ୪ ଗିରଫ
ଅପରାଧ

ଖୋର୍ଦ୍ଧା: ବିଭିନ୍ନ ସ୍ଥାନରେ ଅବକାରୀ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ, ୪ ଗିରଫ

January 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଗତକାଲି ଅବକାରୀ ବିଭାଗ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ କରିବା ସହ ଏକାଧିକ ଗଞ୍ଜେଇ ବେପାରୀଙ୍କୁ ଗିରଫ କରିଛି। ଖବର ମୁତାବକ ଖୋର୍ଦ୍ଧା ରେଞ୍ଜ ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ ଏବଂ ଜିଲ୍ଲା ମୋବାଇଲ ଅବକାରୀ ସବ ଇନ୍ସପେକ୍ଟର ମନୋଜ ବାରିକଙ୍କ ମିଳିତ ନେତୃତ୍ୱରେ ନୂଆ ବସଷ୍ଟାଣ୍ଡ ନିକଟରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ନିକଟରୁ ୨୪.୧୦୦ କେଜି ଗଞ୍ଜେଇ ଜବତ କରାଯାଇଛି।

ଗିରଫ ଅଭିଯୁକ୍ତ ଦ୍ବୟ ହେଲେ ପଶ୍ଚିମବଙ୍ଗ ମୁର୍ସିଦାବାଦ ଜିଲ୍ଲାର ସୁରଜ ମଣ୍ଡଳ ଏବଂ ସିମନ୍ତ ମଣ୍ଡଳ। ସେହିପରି ଭାବେ ଜଟଣୀ ଅବକାରୀ ବିଭାଗ ଯାଆଁଳା ରୁ ୪ କେଜି ଗଞ୍ଜେଇ ସହ କନ୍ଧମାଳ ଜିଲ୍ଲାର ଯଶୋଦା ଦିଗଲ ନାମକ ମହିଳା ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି।

ଅନୁରୂପ ଭାବେ ଟାଙ୍ଗୀ ଅବକାରୀ ବିଭାଗ ରାମେଶ୍ୱର ଛକରୁ ୮ କେଜି ଗଞ୍ଜେଇ ସମେତ କନ୍ଧମାଳ ଜିଲ୍ଲାର ରସିକ ଦିଗଲ ନାମକ ଅଭିଯୁକ୍ତଙ୍କୁ ଗିରଫ କରିଛି। ସମୁଦାୟ ଜବତ ଗଞ୍ଜେଇର ମୂଲ୍ୟ ୧ ଲକ୍ଷ ୮୦ ହଜାର ଟଙ୍କା ହେବ ବୋଲି ଜଣାପଡିଛି। ତେବେ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବାର ଜଣାପଡିଛି।

ଅବକାରୀ ଚଢ଼ାଉ ଖୋର୍ଦ୍ଧା ଗଞ୍ଜେଇ ଜବତ ଲକ୍ଷାଧିକ ଟଙ୍କା
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.