ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ ଅଧିକାରୀ ବିଜ୍ଞପ୍ତି ରାଜି କରିଛନ୍ତି। ଗ୍ରାମ ପଞ୍ଚାୟତ କାର୍ଯ୍ଯାଳୟରେ ସରପଞ୍ଚ ଆଉ ସମିତି ସଭ୍ଯଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଥିବା ବେଳେ ଜିଲ୍ଲା ଓ ବ୍ଲକ କାର୍ଯ୍ଯାଳୟରେ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି।
– ପ୍ରାର୍ଥୀ ପତ୍ର ଦାଖଲ- ୧୭ ଜାନୁୟାରୀ ରୁ ୨୧ ଜାନୁୟାରୀ
– ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ୨୫ ଜାନୁୟାରୀ
– ଚୁଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ- ୨୫ ଜାନୁୟାରୀ
ଭୋଟ ଗ୍ରହଣ
ଫେବ୍ରୁଆରୀ ୧୬ – ପ୍ରଥମ ପର୍ଯ୍ୟାୟ
ଫେବ୍ରୁଆରୀ ୧୮ – ଦ୍ୱିତୀୟ ପର୍ଯ୍ୟାୟ
ଫେବ୍ରୁଆରୀ ୨୦ – ତୃତୀୟ ପର୍ଯ୍ୟାୟ
ଫେବ୍ରୁଆରୀ ୨୨ – ଚତୁର୍ଥ ପର୍ଯ୍ୟାୟ
ଫେବ୍ରୁଆରୀ ୨୪ – ପଞ୍ଚମ ପର୍ଯ୍ୟାୟ
ଭୋଟ ଗଣତି- ଫେବୃୟାରୀ ୨୬, ୨୭ ଓ ୨୮ ତାରିଖ
ଅନ୍ୟ ପଦବୀ ପାଇଁ ନିର୍ବାଚନ ତାରିଖ
ନାଏବ ସରପଞ୍ଚ- ମାର୍ଚ୍ଚ ୧୧ ତାରିଖ
ପଞ୍ଚାୟତ ସମିତି ଅଧ୍ୟକ୍ଷ -ମାର୍ଚ୍ଚ ୧୨ ତାରିଖ
ପଞ୍ଚାୟତ ସମିତି ଉପାଧ୍ୟକ୍ଷ- ମାର୍ଚ୍ଚ ୨୩ ତାରିଖରେ
ଜିଲ୍ଲା ପରିଷଦ ଅଧ୍ୟକ୍ଷ-ମାର୍ଚ୍ଚ ୧୩ ତାରିଖ
ଜିଲ୍ଲା ପରିଷଦ ଉପାଧ୍ୟକ୍ଷ- ମାର୍ଚ୍ଚ ୨୫ ତାରିଖ