Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପଦ୍ମ ଭୂଷଣ ଗ୍ରହଣ କରିବାକୁ ମନା କଲେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ, ଜାଣନ୍ତୁ ସେ କଣ କହିଲେ?
ବିଶେଷ ଖବର

ପଦ୍ମ ଭୂଷଣ ଗ୍ରହଣ କରିବାକୁ ମନା କଲେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ, ଜାଣନ୍ତୁ ସେ କଣ କହିଲେ?

January 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକୋତା: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ ପଦ୍ମ ଭୂଷଣ ପୁରସ୍କାର ଗ୍ରହଣ କରିବାକୁ ମନା କରି ଦେଇଛନ୍ତି। ସେ କହିଛନ୍ତି ଯେ, ଯଦି ମୋତେ ପଦ୍ମ ଭୂଷଣ ଦିଆଯାଉଛି, ତେବେ ମୁଁ ଏହାକୁ ପ୍ରତ୍ୟାଖ୍ୟାନ କରୁଛି। ମଙ୍ଗଳବାର ବିଳମ୍ବିତ ସନ୍ଧ୍ୟାରେ କେନ୍ଦ୍ର ସରକାର ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। ଯେଉଁଥିରେ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ ପଦ୍ମ ଭୂଷଣ ଦେବାକୁ ଘୋଷଣା କରାଯାଇଛି।

ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ ଏକ ବିବୃତ୍ତିରେ କହିଛନ୍ତି, “ମୁଁ ପଦ୍ମ ଭୂଷଣ ପୁରସ୍କାର ବିଷୟରେ କିଛି ଜାଣି ନାହିଁ। ମୋତେ ଏ ବିଷୟରେ କେହି ମଧ୍ୟ କହି ନାହାଁନ୍ତି। ଯଦି ମୋତେ ପଦ୍ମ ଭୂଷଣ ଦିଆଯାଉଛି, ତେବେ ମୁଁ ଏହାକୁ ପ୍ରତ୍ୟାଖ୍ୟାନ କରୁଛି।”

ନିକଟରେ ହେଲିକପ୍ଟର ଦୁର୍ଘଟଣାର ଶିକାର ହୋଇଥିବା ଭାରତର ପ୍ରଥମ ସିଡିଏସ ଜେନେରାଲ ବିପିନ ରାୱତ ଏବଂ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ଵର୍ଗୀୟ କଲ୍ୟାଣ ସିଂଙ୍କୁ ପଦ୍ମ ବିଭୂଷଣ ପାଇଁ ଘୋଷଣା କରାଯାଇଛି। ଏଥି ସହ କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବି ଆଜାଦ ଏବଂ ସିପିଆଇ (ଏମ) ନେତା ବୁଦ୍ଧଦେବ ଭଟ୍ଟାଚାର୍ଜୀଙ୍କୁ ପଦ୍ମ ଭୂଷଣଙ୍କ ସହ ସମ୍ମାନିତ କରିବାକୁ ଘୋଷଣା କରାଯାଇଥିଲା।

ପଦ୍ମ ଭୂଷଣ
Share. Facebook Twitter LinkedIn Email WhatsApp Copy Link

Related Posts

MMDR Act କୁ ବିରୋଧ କରି ରାଜ ରାସ୍ତାରେ ଗର୍ଜ୍ଜନ କଲା ବିଜେଡି, ଯୋଗ ଦେଲେ ନବୀନ

September 28, 2026

ବିଜୟଙ୍କ ବିଜୟର କାରଣ ସିଆଇଆର୍?: ଦାବି ଉପରେ ଚିଦାମ୍ବରମ୍‌ଙ୍କ ବଡ଼ ବୟାନ

September 28, 2026

UPI ମାମଲା: RBI ଏବଂ କେନ୍ଦ୍ରକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

September 28, 2026

ଷଷ୍ଠ ପିଢ଼ିର ଲଢ଼ୁଆ ବିମାନ ବିକଶିତ କରୁଛି ଭାରତ: ଆଶ୍ଚର୍ଯ୍ୟ କରିବ ପ୍ରତିରକ୍ଷା ମନ୍ତ୍ରୀଙ୍କ ଏହି ବୟାନ

September 28, 2026
Latest News

ସେପ୍ଟେମ୍ବର ୨୯ ତାରିଖରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2026

MMDR Act କୁ ବିରୋଧ କରି ରାଜ ରାସ୍ତାରେ ଗର୍ଜ୍ଜନ କଲା ବିଜେଡି, ଯୋଗ ଦେଲେ ନବୀନ

September 28, 2026

ମାଡ଼ି ଆସୁଛି ବନ୍ୟାଜଳ, ମହାନଦୀ ଦେଖାଉଛି କରାଳ ରୂପ

September 28, 2026

ସରିଲା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କଲେ ବାଚସ୍ପତି

September 28, 2026

ସମ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.