Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏୟାରଷ୍ଟ୍ରାଇକ୍‌ର ପ୍ରମାଣ ମାଗୁଥିବା ନେତାଙ୍କୁ ମିଶାଇଲ୍‌ ସହିତ ପଠାଇବା ଉଚିତ୍‌ : ଫଡନବିସ୍‌
ଆଜିର ଖବର

ଏୟାରଷ୍ଟ୍ରାଇକ୍‌ର ପ୍ରମାଣ ମାଗୁଥିବା ନେତାଙ୍କୁ ମିଶାଇଲ୍‌ ସହିତ ପଠାଇବା ଉଚିତ୍‌ : ଫଡନବିସ୍‌

April 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାକିସ୍ତାନର ବାଲାକୋଟରେ ହୋଇଥିବା ଏୟାର ଷ୍ଟ୍ରାଇକ୍‌ର ପ୍ରମାଣ ମାଗୁଥିବା ନେତାଙ୍କୁ ସମାଲୋଚନା କରିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ୍‌ । ଫଡନବିସ୍‌ କହିଛନ୍ତି ଏୟାର ଷ୍ଟ୍ରାଇକ୍‌ର ପ୍ରମାଣ ମାଗୁଥିବା ବିପକ୍ଷ ନେତାଙ୍କୁ ରକେଟ୍‌ରେ ବାନ୍ଧି ସୀମା ସେପଟକୁ ପଠାଇବା ଦରକାର, ଏହା ହେଲେ ସେମାନେ ସିଧାସଳଖ ପ୍ରମାଣ ପାଇପାରିବେ । ମହାରାଷ୍ଟ୍ରର ବିରାରରେ ଏକ ନିର୍ବାଚନୀ ରାଲିରେ ଏହି ମନ୍ତବ୍ୟ ଦେଇଛନ୍ତି ଫଡନବିସ୍‌ । ସେହିପରି ଏନ୍‌ଡିଏ ବିପକ୍ଷରେ ମହାମେଣ୍ଟକୁ ମହା ଖେଚୁଡୀ ବୋଲି ସମ୍ବୋଧନ କରିବା ସହିତ ବିମାନ ବାହିନୀର କ୍ଷମତା ନେଇ ପ୍ରଶ୍ନ ଉଠାଉଥିବା ଏହି ନେତାଙ୍କୁ ସମାଲୋଚନା କରିଥିଲେ । ଜଲ୍‌ନାରେ ଅନ୍ୟ ଏକ ରାଲିରେ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରାଳୟର ପଙ୍କଜା ମୁଣ୍ଡେ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କୁ ମଧ୍ୟ ସମାଲୋଚନା କରୁଛନ୍ତି । ସିଧାସଳଖ ରାହୁଲଙ୍କୁ ଆକ୍ରମଣ କରି କହିଛନ୍ତି ରାହୁଲଙ୍କୁ ରକେଟ୍‌ ସହିତ ପଠାଗଲେ ବିପକ୍ଷ ଦଳ ମାନଙ୍କର ଏୟାର ଷ୍ଟ୍ରାଇକ୍‌ ଉପରେ ଭରସା ଆସିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ପାଇଁ ବଡ଼ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀ ପାର କଲେ ଦୁଇଟି LPG ଟ୍ୟାଙ୍କର୍ 

March 23, 2026

ଜୀ-ସାର୍ଥକର ବଡ଼ ଉପହାର: “ଦେଖନ୍ତୁ ଲଗାତାର ଜିତନ୍ତୁ କାର”

March 23, 2026

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026
Latest News

ଭାରତ ପାଇଁ ବଡ଼ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀ ପାର କଲେ ଦୁଇଟି LPG ଟ୍ୟାଙ୍କର୍ 

March 23, 2026

ଜୀ-ସାର୍ଥକର ବଡ଼ ଉପହାର: “ଦେଖନ୍ତୁ ଲଗାତାର ଜିତନ୍ତୁ କାର”

March 23, 2026

ଚୂଡ଼ାନ୍ତ ହେଲା ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ!: ଚିରାଗ ପାସୱାନଙ୍କ ବଡ଼ ଖୁଲାସା 

March 23, 2026

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.