Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ୧୦୭ ପୌରାଞ୍ଚଳ ପାଇଁ ସଂରକ୍ଷଣ ତାଲିକା, ମହିଳାଙ୍କ ପାଇଁ ୬୧୩ ଟି ୱାର୍ଡ
ଆଜିର ଖବର

ପ୍ରକାଶ ପାଇଲା ୧୦୭ ପୌରାଞ୍ଚଳ ପାଇଁ ସଂରକ୍ଷଣ ତାଲିକା, ମହିଳାଙ୍କ ପାଇଁ ୬୧୩ ଟି ୱାର୍ଡ

February 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟରେ ନିର୍ବାଚନ ପ୍ରଚାର ଆରମ୍ଭ ହୋଇଥିବା ବେଳେ ଏବେ ପୌରାଞ୍ଚଳ ନିର୍ବାଚନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଆଜି ରାଜ୍ୟର ୧୦୭ ପୌରାଞ୍ଚଳ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। କାଉନସିଲରଙ୍କ ନିମନ୍ତେ ରାଜ୍ୟ ସରକାର ତାଲିକା ପ୍ରକାଶ କରିଛନ୍ତି।

ତେବେ ମୋଟ ୧୦୭ ଟି ପୌରାଞ୍ଚଳରେ ୧୭୫୬ ଟି ୱାର୍ଡରୁ ୬୬୮ ଟି ୱାର୍ଡ ଅଣସଂରକ୍ଷିତ ହୋଇଥିବା ବେଳେ ମହିଳାଙ୍କ ପାଇଁ ୬୧୩ ଟି ୱାର୍ଡ, ଏସସିଙ୍କ ପାଇଁ ୧୨୨ ଟି ୱାର୍ଡ, ଏସସି ମହିଳାଙ୍କ ୧୭୧ ଟି ୱାର୍ଡ, ଏସଟିଙ୍କ ପାଇଁ ୪୯, ଏସଟି ମହିଳାଙ୍କ ପାଇଁ ୧୩୩ଟି ୱାର୍ଡ ଘୋଷଣା କରାଯାଇଛି। ଏହାପୂର୍ବରୁ ପୌରାଧ୍ୟକ୍ଷ ପାଇଁ ସଂରକ୍ଷଣ ତାଲିକା ମଧ୍ୟ ପ୍ରକାଶ ପାଇସାରିଛି।

ପୌରାଞ୍ଚଳ ସଂରକ୍ଷଣ ତାଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ୍-ପଲାସା ସେକ୍ସନ ମଧ୍ୟରେ ଟ୍ରେନ ଚଳାଚଳରେ ପରିବର୍ତ୍ତନ

August 21, 2025

ସିକଲ୍ ସେଲ୍ ଏବଂ ଥାଲାସିମିଆ ପରିଚାଳନା ବୈଠକ

August 21, 2025

ଭୁବନେଶ୍ୱରରେ ପ୍ରସ୍ତାବିତ ନୂତନ ସହର ପ୍ରକଳ୍ପ ଉପରେ ଅର୍ନ୍ତଜାତୀୟ ପରାମର୍ଶଦାତା ସଂସ୍ଥା ସହ ଆଲୋଚନା

August 21, 2025

ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁର ବଧ ବେଶ

August 21, 2025
Latest News

ଖୋର୍ଦ୍ଧା ରୋଡ୍-ପଲାସା ସେକ୍ସନ ମଧ୍ୟରେ ଟ୍ରେନ ଚଳାଚଳରେ ପରିବର୍ତ୍ତନ

August 21, 2025

ସିକଲ୍ ସେଲ୍ ଏବଂ ଥାଲାସିମିଆ ପରିଚାଳନା ବୈଠକ

August 21, 2025

ଭୁବନେଶ୍ୱରରେ ପ୍ରସ୍ତାବିତ ନୂତନ ସହର ପ୍ରକଳ୍ପ ଉପରେ ଅର୍ନ୍ତଜାତୀୟ ପରାମର୍ଶଦାତା ସଂସ୍ଥା ସହ ଆଲୋଚନା

August 21, 2025

ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁର ବଧ ବେଶ

August 21, 2025

୮୦ ତମ ରାଜ୍ୟ ପୁଲିସ ଫୁଟବଲ ପ୍ରତିଯୋଗିତା- ୨୦୨୫ ଉଦଘାଟିତ

August 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.