Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»StateBoard»ରାଜ୍ୟରେ ପରୀକ୍ଷା କେବେ ହେବ?, ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ
StateBoard

ରାଜ୍ୟରେ ପରୀକ୍ଷା କେବେ ହେବ?, ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

February 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଯୁକ୍ତ ୨ ପରୀକ୍ଷା ବାତିଲ କରିବାକୁ ଛାତ୍ରଛାତ୍ରୀମାନେ ରାଜ୍ୟ ସରକାର ନିକଟରେ ଦାବି କରୁଛନ୍ତି। ଏପରିକି ପରୀକ୍ଷା ବାତିଲ ଦାବିରେ ସେମାନେ ଆନ୍ଦୋଳନ ମଧ୍ୟ କରୁଛନ୍ତି। ଏପରିସ୍ଥଳେ ଏହାକୁ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା ରଖିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ, ଅଫଲାଇନରେ ପରୀକ୍ଷା ହେବା ନେଇ ନିଷ୍ପତ୍ତି ହୋଇସାରିଛି। କୋର୍ସ ସରିବା ପରେ ପରୀକ୍ଷା ହେବ। ଯେଉଁ ସମୟରେ ପରୀକ୍ଷା ହବା କଥା, ସେହି ସମୟରେ ହେବ। ତେଣୁ ପିଲାମାନେ ପରୀକ୍ଷା ପାଇଁ ପ୍ରସ୍ତୁତ ରହୁନ୍ତୁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।

ପରୀକ୍ଷା ବାତିଲ ଯୁକ୍ତ ୨ ପରୀକ୍ଷା ସମୀର ରଞ୍ଜନ ଦାଶ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା : ଆଉ ୨ଜଣ ଅଭିଯୁକ୍ତ ଗିରଫ

May 19, 2026

ବଦଳିଲା CRUTର ନାଁ

May 19, 2026

RBI ର ବଡ଼ କାର୍ଯ୍ୟାନୁଷ୍ଠାନ, ଏହି ବ୍ୟାଙ୍କର ଲାଇସେନ୍ସ କଲା ବାତିଲ

May 19, 2026

ସମ୍ବଲପୁରରେ ପୁଣି ଏନକାଉଣ୍ଟର

May 19, 2026
Latest News

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା : ଆଉ ୨ଜଣ ଅଭିଯୁକ୍ତ ଗିରଫ

May 19, 2026

ବଦଳିଲା CRUTର ନାଁ

May 19, 2026

RBI ର ବଡ଼ କାର୍ଯ୍ୟାନୁଷ୍ଠାନ, ଏହି ବ୍ୟାଙ୍କର ଲାଇସେନ୍ସ କଲା ବାତିଲ

May 19, 2026

ସମ୍ବଲପୁରରେ ପୁଣି ଏନକାଉଣ୍ଟର

May 19, 2026

ଟେକ୍‌ଜିଅମ୍ ୨୦୨୬ରେ ଆଇଟିଇଆର ଛାତ୍ରଛାତ୍ରୀଙ୍କୁ ମିଳିଲା ପିପୁଲ୍ସ ଚଏସ୍ ଆୱାର୍ଡ

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.