Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏପ୍ରିଲ୍ ୨୬ରୁ ଆରମ୍ଭ ହେବ ସିବିଏସ୍ଇ ଦଶମ ଏବଂ ଦ୍ୱାଦଶ ଟର୍ମ-୨ ପରୀକ୍ଷା
ବିଶେଷ ଖବର

ଏପ୍ରିଲ୍ ୨୬ରୁ ଆରମ୍ଭ ହେବ ସିବିଏସ୍ଇ ଦଶମ ଏବଂ ଦ୍ୱାଦଶ ଟର୍ମ-୨ ପରୀକ୍ଷା

February 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
CBSE Exam
ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦଶମ ଏବଂ ଦ୍ୱାଦଶ ପାଇଁ ଟର୍ମ-୨ ପାଇଁ ତାରିଖ ଘୋଷଣା କରିଛି। ଉଭୟ ଶ୍ରେଣୀର ପରୀକ୍ଷା ଏପ୍ରିଲ ୨୬ ତାରିଖରୁ ଆରମ୍ଭ ହେବ। ଗଣମାଧ୍ୟମ ସୂଚନା ଅନୁଯାୟୀ, ଏପ୍ରିଲ ୨୬ ତାରିଖରୁ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଅଫଲାଇନ ମୋଡରେ ହେବ। ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା ଏବଂ କୋଭିଡ-୧୯ ର ପରିସ୍ଥିତିକୁ ଦୃଷ୍ଟିରେ ରଖି ଅଫଲାଇନ ମୋଡରେ ଦ୍ୱିତୀୟ ଟର୍ମ ବୋର୍ଡ ପରୀକ୍ଷା କରିବାକୁ ବୋର୍ଡ ନିଷ୍ପତ୍ତି ନେଇଛି ବୋଲି ସିବିଏସଇ ପରୀକ୍ଷା ନିୟନ୍ତ୍ରକ ସନୟାମମ ଭରଦ୍ୱାଜ କହିଛନ୍ତି।

Image

ଏହା ପ୍ରଥମ ଥର ପାଇଁ ସିବିଏସ୍ଇ ବୋର୍ଡ ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ଚୂଡ଼ାନ୍ତ ପରୀକ୍ଷା ଦୁଇଟି ପର୍ଯ୍ୟାୟରେ କରୁଛି। ଦେଶର କରୋନା ପରିସ୍ଥିତି ଯୋଗୁଁ ଏହା କରାଯାଉଛି। ଗତ ବର୍ଷ କରୋନାର ଦ୍ୱିତୀୟ ତରଙ୍ଗ ସମୟରେ ବୋର୍ଡ ପରୀକ୍ଷା ପରିଚାଳନା କରିବାରେ ସକ୍ଷମ ହୋଇନଥିଲା ଏବଂ ଫଳାଫଳ ପ୍ରସ୍ତୁତ କରିବା ପାଇଁ ବିକଳ୍ପ ମୂଲ୍ୟାଙ୍କନ ଯୋଜନାକୁ ବ୍ୟବହାର କରିବାକୁ ପଡିଥିଲା।

ଟର୍ମ-୨ ଦଶମ ଏବଂ ଦ୍ୱାଦଶ ସିବିଏସ୍ଇ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Latest News

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.