Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ କୋକସରା ବିଧାୟିକା ରୋଶନି ସିଂଦେଓଙ୍କ ପରଲୋକ
ଆଜିର ଖବର

ପୂର୍ବତନ କୋକସରା ବିଧାୟିକା ରୋଶନି ସିଂଦେଓଙ୍କ ପରଲୋକ

February 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା

କଳାହାଣ୍ଡି/କୋକସରା: ପୂର୍ବତନ କୋକସରା ବିଧାୟିକା ରୋଶନି ସିଂଦେଓଙ୍କ ପରଲୋକ ହୋଇଯାଇଛି। ଜୟପାଟଣା ସ୍ଥିତ ରୋଶନି ସିଂଦେଓ ୧୯୯୫ ରୁ ୨୦୦୪ ପର୍ଯ୍ୟନ୍ତ ୨ ଥର ଲଗାତାର କୋକସରା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ରହିଥିଲେ। ଜନତା ଦଳରୁ ୧୯୯୫ରୁ ୨୦୦୦ ଓ ବିଜୁ ଜନତା ଦଳ ରୁ ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ ବିଧାୟିକା ରହିଥିଲେ।

ନିର୍ବାଚନ ମଣ୍ଡଳୀ ବିଭାଜନ ପରେ ତାଙ୍କ ସୁପୁତ୍ର ପୁଷ୍ପେନ୍ଦ୍ର ସିଂଦେଓ ବିଜୁ ଜନତା ଦଳରୁ ୨୦୦୪ ରୁ ୨୦୧୯ ପର୍ଯ୍ୟନ୍ତ ଧର୍ମଗଡ ନିର୍ବାଚନ ମଣ୍ଡଳୀରୁ କ୍ରମାଗତ ବିଧାୟକ ରହିଥିଲେ।ବର୍ତ୍ତମାନ ସେ କଳାହାଣ୍ଡି ଜିଲ୍ଲା ବିଜେଡିର ସଭାପତି ରହିଛନ୍ତି।

ପୂର୍ବତନ ବିଧାୟିକା ରୋଶନି ସିଂଦେଓଙ୍କ ୮୨ ବର୍ଷ ବୟସରେ ଭୁବନେଶ୍ୱର ପୁଷ୍ପେନ୍ଦ୍ର ସିଂଦେଓଙ୍କ ବାସଭବନରେରେ ପରଲୋକ ହୋଇଛି। ତାଙ୍କ ମୃତ୍ୟୁ ଖବର ଶୁଣିବା ପରେ କଳାହାଣ୍ଡି ଜିଲ୍ଲାରେ ଶୋକ ର ଛାୟା ଖେଳିଯାଇଛି। ତାଙ୍କ ମର ଶରୀର ଜୟପାଟଣା ଅଣାଯାଉଛି।

ପରଲୋକ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.