Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପଞ୍ଚାୟତ ନିର୍ବାଚନ ପୂର୍ବରୁ ବାଲୁଗାଁ ପୋଲିସର ଫ୍ଲାଗ ମାର୍ଚ୍ଚ
ଆଞ୍ଚଳିକ

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବାଲୁଗାଁ ପୋଲିସର ଫ୍ଲାଗ ମାର୍ଚ୍ଚ

February 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ଆଜି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଧୀନରେ ଥିବା ବିଭିନ୍ନ ପଞ୍ଚାୟତରେ ବାଲୁଗାଁ ଥାନା ଡ଼ିଏସପି ଇନଚାର୍ଜ ରମାକାନ୍ତ ମାହାଲିକଙ୍କ ନେତୃତ୍ୱରେ ପୋଲିସର ଫ୍ଲାଗ ମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି।

ଅସାମାଜିକ ବ୍ୟକ୍ତିମାନଙ୍କୁ କଡ଼ା ସନ୍ଦେଶ ଦେବା ଏହାର ମୁଖ୍ୟ ଉଦ୍ଦେଶ୍ୟ। ଅପରାଧମୁକ୍ତ, ଅବାଧ, ନିରପେକ୍ଷ ଏବଂ ମଦମୁକ୍ତ ନିର୍ବାଚନ କରିବାପାଇଁ ବାଲୁଗାଁ ପୋଲିସ ଅଣ୍ଟା ଭିଡିଛି। ଯଦି କୌଣସି ଅସାମାଜିକ ବ୍ୟକ୍ତି କିମ୍ବା ରାଉଡ଼ି ନିର୍ବାଚନ ସମୟରେ ବିଶୃଙ୍ଖଳା ସୃଷ୍ଟି କରନ୍ତି କିମ୍ବା ଭୋଟରଙ୍କୁ ଡରାନ୍ତି, ତେବେ ସେମାନଙ୍କୁ ସଙ୍ଗେସଙ୍ଗେ ଗିରଫ କରାଯିବ ବୋଲି ଡ଼ିଏସପି ଶ୍ରୀ ମାହାଲିକ କହିଛନ୍ତି।

ସୂଚନା ଥାଉକି ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ଅବା ଗଣ୍ଡଗୋଳ ଆଶଙ୍କାରେ ବାଲୁଗାଁ ପୋଲିସ ଅଦ୍ୟାବଧି ୪୦୦ ଜଣ ବ୍ୟକ୍ତିଙ୍କୁ ଚି଼ହ୍ନଟ କରିବା ସହ ସେମାନଙ୍କ ବିରୋଧରେ ଅଗ୍ରିମ ୱାରେଣ୍ଟ ଜାରି କରିଛି। ଅନୁରୂପ ଭାବେ ଆଜି ବାଣପୁର ଆଇଆଇସି ରଶ୍ମିରଞ୍ଜନ ସାହୁ ଏବଂ ନାଚୁଣୀ ଫାଣ୍ଡି ଅଧିକାରୀ କେଶବ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ନାଚୁଣୀ ଫାଣ୍ଡି ଅନ୍ତର୍ଗତ ସମସ୍ତ ପଞ୍ଚାୟତରେ ଫ୍ଲାଗ ମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି।

ପଞ୍ଚାୟତ ନିର୍ବାଚନ ଫ୍ଲାଗ ମାର୍ଚ୍ଚ ବାଲୁଗାଁ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.