Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଆହୁରି କମିଲା ସଂକ୍ରମଣ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ
ଆଜିର ଖବର

ଆଜି ଆହୁରି କମିଲା ସଂକ୍ରମଣ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

February 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧ ହଜାର ୫୩୯ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧ ହଜାର ୧୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୪୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୬୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୭୯  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୯୪

ବାଲେଶ୍ଵର ଜିଲ୍ଲାରୁ- ୩୪

ବରଗଡ ଜିଲ୍ଲାରୁ- ୧୨

ଭଦ୍ରକ ଜିଲ୍ଲାରୁ- ୧୩

ବଲାଙ୍ଗୀରି ଜିଲ୍ଲାରୁ- ୯

ବୌଦ୍ଧ ଜିଲ୍ଲାରୁ- ୨୫

କଟକ ଜିଲ୍ଲାରୁ– ୬୫

ଦେବଗଡ ଜିଲ୍ଲାରୁ- ୨୮

ଢେଙ୍କାନାଳ ଜିଲ୍ଲାରୁ- ୧୭

ଗଜପତି ଜିଲ୍ଲାରୁ- ୪୩

ଗଞ୍ଜାମ ଜିଲ୍ଲାରୁ- ୧୩

ଜଗତସିଂହପୁର ଜିଲ୍ଲାରୁ- ୨୬

ଯାଜପୁର ଜିଲ୍ଲାରୁ- ୩୫

ଝାରସୁଗୁଡା ଜିଲ୍ଲାରୁ- ୧୩

କଳାହାଣ୍ଡି ଜିଲ୍ଲାରୁ- ୩୫

କନ୍ଧମାଳ ଜିଲ୍ଲାରୁ- ୩୩

କେନ୍ଦ୍ରାପଡା ଜିଲ୍ଲାରୁ- ୨୭

କେନ୍ଦୁଝର ଜିଲ୍ଲାରୁ- ୨୨

ଖୋର୍ଦ୍ଧା ଜିଲ୍ଲାରୁ- ୧୫୩

କୋରାପୁଟ ଜିଲ୍ଲାରୁ- ୫୬

ମାଲକାନଗିରି ଜିଲ୍ଲାରୁ- ୭

ମୟୂରଭଞ୍ଜ ଜିଲ୍ଲାରୁ- ୪୨

ନବରଙ୍ଗପୁର ଜିଲ୍ଲାରୁ- ୧୮

ନୟାଗଡ ଜିଲ୍ଲାରୁ- ୨୫

ନୂଆପଡା ଜିଲ୍ଲାରୁ- ୨୬

ପୁରୀ ଜିଲ୍ଲାରୁ- ୧୯

ରାୟଗଡା ଜିଲ୍ଲାରୁ- ୪୪

ସମ୍ବଲପୁର ଜିଲ୍ଲାରୁ- ୪୬

ସୋନପୁର ଜିଲ୍ଲାରୁ- ୯

ସୁନ୍ଦରଗଡ ଜିଲ୍ଲାରୁ- ୧୨୭

ଷ୍ଟେଟ ପୁଲରୁ- ୩୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୨୬୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୫୫ ହଜାର ୯୯୫ ଏବଂ ବର୍ତ୍ତମାନ ୧୨ ହଜାର ୩୩୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କମିଲା ସଂକ୍ରମଣ କ୍ୱାରେଣ୍ଟାଇନ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ପରିସ୍ରା ପୋଡ଼ା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 13, 2026

ଶେଷ ହେବ ତେଲ ଏବଂ ଏଲପିଜି ସଙ୍କଟ!: ଓଡ଼ିଶା ଓ ଗୁଜୁରାଟରେ ପହଞ୍ଚିଲା ଦୁଇଟି ବଡ଼ ଟ୍ୟାଙ୍କର୍

April 13, 2026

ମାରି ନେଲେ ମଙ୍ଗରାଜେ ହାରିଗଲେ ପାତ୍ରେ, ବିଜେଡି ରାଜ୍ୟସଭା ରାଜନୀତି

April 13, 2026

MI କୁ RCB ପରାସ୍ତ କରିବା ପରେ ବଦଳିଲା ପଏଣ୍ଟ ଟେବୁଲର ସ୍ଥିତି: ଜାଣନ୍ତୁ ଶୀର୍ଷରେ କିଏ?

April 13, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026

ପରିସ୍ରା ପୋଡ଼ା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 13, 2026

‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

April 13, 2026

ଶେଷ ହେବ ତେଲ ଏବଂ ଏଲପିଜି ସଙ୍କଟ!: ଓଡ଼ିଶା ଓ ଗୁଜୁରାଟରେ ପହଞ୍ଚିଲା ଦୁଇଟି ବଡ଼ ଟ୍ୟାଙ୍କର୍

April 13, 2026

ମାରି ନେଲେ ମଙ୍ଗରାଜେ ହାରିଗଲେ ପାତ୍ରେ, ବିଜେଡି ରାଜ୍ୟସଭା ରାଜନୀତି

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.