Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆପଣ ବାରମ୍ବାର ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି କି ? ତେବେ ଜାଣନ୍ତୁ କାରଣ ଆଉ ନିରାକରଣ
ଆଜିର ଖବର

ଆପଣ ବାରମ୍ବାର ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି କି ? ତେବେ ଜାଣନ୍ତୁ କାରଣ ଆଉ ନିରାକରଣ

February 19, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆପଣ ବାରମ୍ବାର ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି କି ? ତେବେ ଜାଣନ୍ତୁ କାରଣ ଆଉ ନିରାକରଣ

ଭୁବନେଶ୍ବର: ଆକସ୍ମିକ ରୂପେ ଘଟିଯାଉଥିବା କିଛି ଖରାପ ଘଟଣାକୁ ଦୁର୍ଘଟଣା ଆମେ ଦୁର୍ଘଟଣା ବୋଲି କହିଥାଉ । ଦୁର୍ଘଟଣାରେ କେବଳ ଆମେ ଶାରିରୀକ ରୂପରେ କ୍ଷତି ସହୁନାହୁଁ, । ବେଳେବେଳେ ମାନସିକ ଓ ଆର୍ଥିକ ଦୁର୍ଘଟଣାର ଶିକାର ମଧ୍ୟ ହୋଇଥାଉ । ଏଥିପାଇଁ ଆମେ ଆମ ଭାଗ୍ୟକୁ ଦାୟୀ କରିଥାଉ । ତେବେ ଏହି ଦୁର୍ଘଟଣା ପାଇଁ ସୂର୍ଯ୍ୟ ଓ ଚନ୍ଦ୍ରମା ଦାୟୀ ରହିଥା’ନ୍ତି ।

ରାହୁ, ମଙ୍ଗଳ, ଶନି ମଧ୍ୟ କେତେକାଂଶରେ ଦୁର୍ଘଟଣା ପାଇଁ ଦାୟୀ ରହିଥା’ନ୍ତି । ସେହିପରି ବୃହସ୍ପତି, ଶୁକ୍ର ଓ ଶୁଭ ବୁଧ ଚନ୍ଦ୍ର ଦୁର୍ଘଟଣାରୁ ରକ୍ଷା କରିଥା’ନ୍ତି । ଆର୍ଥିକ ଦୁର୍ଘଟଣା ସହିତ ମାନସିକ ଦୁର୍ଘଟଣା, ତେବେ ଏସବୁ ପାଇଁ କିଏ ଦାୟୀ ଓ ଏହାର ମହାଉପାୟ ସମ୍ପର୍କରେ ଜାଣନ୍ତୁ :-

ଦୁର୍ଘଟଣା ପାଇଁ କେଉଁ କେଉଁ ଗ୍ରହ ରହିଥା’ନ୍ତି ଦାୟୀ ?

  • ଶନି ରାହୁ ବା ଶନି ମଙ୍ଗଳର କାରଣରୁ ବାହନ ଦୁର୍ଘଟଣା ଘଟିଥାଏ ।
  • ସାଢ ସାତୀ ବା ଦେଢା ଯୋଗୁଁ ଏପରି ଦୁର୍ଘଟଣା ଘଟିଥାଏ ।
  • ଲଗ୍ନର ସ୍ବାମୀ ଯଦି ଦୁର୍ବଳ ଥିବେ, ତେବେ ଶାରିରୀକ କ୍ଷତି ଘଟିଥାଏ ।
  • ମାରକ ଦଶା ହେବା ଦ୍ବାରା ପ୍ରାଣ ମଧ୍ୟ ଚାଲିଯାଇଥାଏ ।

ଉପାୟ

  • ଯଦି କୁଣ୍ଡଳୀରେ ଉପରୋକ୍ତ ଭାବରୁ କୌଣସଟି ଯୋଗ ରହୁଛି, ତେବେ ରକ୍ଷା ସ୍ତୋତ୍ର ପାଠ କରନ୍ତୁ
  • ସାଢ ସାତୀ ବା ଛାୟା ପ୍ରକୋପ କମ୍‌ ହେବା ପାଇଁ ବଜରଙ୍ଗ ବାଣ ପାଠ କରନ୍ତୁ ।
  • ମାରକ ଦଶାରୁ ବର୍ତ୍ତିବା ପାଇଁ ରୁଦ୍ରାଭିଷେକ କରନ୍ତୁ ।
  • ଯାତ୍ରା ପୂର୍ବରୁ ନିଜ ଗୁରୁ ବା ଈଷ୍ଟ ଦେବଙ୍କ ଦର୍ଶନ କରନ୍ତୁ ।

ଆର୍ଥିକ ଦୁର୍ଘଟଣା ପାଇଁ କେଉଁ କେଉଁ ଗ୍ରହ ଦାୟୀ :

  • ଯଦି ଜାତକରେ ବୁଧ ଖରାପରେ ରହିଥା’ନ୍ତି, ତେବେ ଆର୍ଥିକ ଦୁର୍ଘଟଣାର ଯୋଗ ହୋଇଥାଏ ।
  • ମଙ୍ଗଳଙ୍କ କାରଣ ହେତୁ ମଧ୍ୟ କରଜ ହୋଇଥାଏ ।
  • ରାହୁର ପ୍ରଭାବରୁ ମଧ୍ୟ ବ୍ୟକ୍ତି କାଙ୍ଗାଳ ହୋଇଥାଏ ।

ଉପାୟ

  • ଯଦି ବୁଧ ଖରାପରେ ରହିଥା’ନ୍ତି, ତେବେ ପନ୍ନା ଧାରଣ କରନ୍ତୁ ।
  • ଏହା ସହିତ ନିୟମିତ ରୂପରେ ବିଷ୍ଣୁ ସହସ୍ରସ୍ତ୍ରୋତମ୍‌ ପାଠ କରନ୍ତୁ
  • ମଙ୍ଗଳ ଜନିତ କାରଣ ଯୋଗୁଁ ସମସ୍ୟାରେ ପଡୁଥିଲେ ପ୍ରତ୍ୟେହ ହନୁମାନ ଚାଳିଶା ପଢନ୍ତୁ ।
  • ମାଂସ, ମଦଠାରୁ ନିବୃତ୍ତ ରୁହନ୍ତୁ ।
  • ରାହୁଙ୍କ ପ୍ରଭାବରୁ ମୁକ୍ତ ପାଇଁ ଦାରିଦ୍ର୍ୟ ଦହନ ସ୍ରୋତ ପାଠ କରନ୍ତୁ ।
  • ନିୟମିତ ରୂପରେ କିଛି ଧନ ଦାନ ଦିଅନ୍ତୁ ।

ସେହିପରି ସମ୍ପର୍କରେ ହେଉଥିବା ସମସ୍ୟା ପାଇଁ କେଉଁ ଗ୍ରହ ଦାୟୀ :

  • ଚନ୍ଦ୍ର ଓ ଶୁକ୍ର ସମ୍ପର୍କରେ ଆକସ୍ମିକ ସମସ୍ୟା ସୃଷ୍ଟି କରିଥାଏ ।
  • ରାହୁ ଏହି ସମସ୍ୟାକୁ ବଢାଇଥା’ନ୍ତି ।
  • ମଙ୍ଗଳଙ୍କ ଯୋଗୁଁ ସମ୍ପର୍କରେ ଅଚାନକ ଦୁର୍ଘଟଣା ହୋଇଥାଏ ।

ଉପାୟ

  • ଜାତକରେ ଯେଉଁ ଗ୍ରହ ସମସ୍ୟା କାରକ ହୋଇଥିବ, ସେହି ଗ୍ରହର ଶାନ୍ତି କରନ୍ତୁ ।
  • ନିୟମିତ ରୂପରେ ସୂର୍ଯ୍ୟଙ୍କୁ ଜଳ ଚଢାନ୍ତୁ
  • ଭାଗବନ ଶିବ ଓ ମା ପାର୍ବତୀଙ୍କ ଯୁଗ୍ମ ଉପାସନା କରନ୍ତୁ ।
  • ସେହିପରି ହୀରାକୁ ଦେଖି ଚାହିଁ ଧାରଣ କରନ୍ତୁ ।
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.