Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନିର୍ବାଚନ ବାତିଲ ହୋଇଥିବା ୪୪ଟି ସ୍ଥାନରେ ପୁନଃଭୋଟ ଗ୍ରହଣ, ଘୋଷଣା ହେଲା ତାରିଖ
ବିଶେଷ ଖବର

ନିର୍ବାଚନ ବାତିଲ ହୋଇଥିବା ୪୪ଟି ସ୍ଥାନରେ ପୁନଃଭୋଟ ଗ୍ରହଣ, ଘୋଷଣା ହେଲା ତାରିଖ

February 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିର୍ବାଚନ ବାତିଲ ହୋଇଥିବା ୪୪ଟି ସ୍ଥାନରେ ପୁନଃଭୋଟ ଗ୍ରହଣ, ଘୋଷଣା ହେଲା ତାରିଖ

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ଓ ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ବେଳେ ଯେଉଁ ଯେଉଁ ସ୍ଥାନମାନଙ୍କରେ ବିଭିନ୍ନ ପ୍ରକାରର ଗଣ୍ଡଗୋଳ ଯୋଗୁଁ ନିର୍ବାଚନକୁ ବାତିଲ କରି ଦିଆଯାଇଥିଲା ସେ ସବୁ ଭୋଟ ଗ୍ରହଣ କେନ୍ଦ୍ରଗୁଡ଼ିକରେ ଆସନ୍ତା ୨୩ ଫେବୃୟାରୀ ପୁନଃ ଭୋଟ ଗ୍ରହଣ କରାଯିବ ବୋଲି ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି ।

ସେସବୁ ଭୋଟଗ୍ରହଣ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସକାଳ ୯ଟାରୁ ଅପରହ୍ନ ୩ଟା ପର୍ଯ୍ୟନ୍ତ ମତଦାନ କରାଯିବ । ବିଭିନ୍ନ କାରଣ ଯୋଗୁଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ବେଳେ ବାତିଲ ହୋଇଥିବା ଭଦ୍ରକ ଜିଲ୍ଲା, ଭଦ୍ରକ ବ୍ଲକ୍‌ର ୪ଟି, ବନ୍ତ ବ୍ଲକ୍‌ର ଗୋଟିଏ, ଢେଙ୍କାନାଳ ଜିଲ୍ଲ ଗନ୍ଦିଆ ବ୍ଲକ୍‌ର ୪ଟି, ଯାଜପୁର ଜିଲ୍ଲା ଯାଜପୁର ବ୍ଲକ୍‌ର ୯ଟି, ଧର୍ମଶାଳା ବ୍ଲକ୍‌ର ୨ଟି, ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ୍‌ର ଗୋଟିଏ, କୃଷ୍ଣପ୍ରସାଦ ବ୍ଲକର ଗୋଟିଏ, କଣାସ ବ୍ଲକ୍‌ର ୩ଟି ମତଦାନ କେନ୍ଦ୍ରରେ ପୁନଃମତଗ୍ରହଣ କରାଯିବ।

ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ବିଭିନ୍ନ କାରଣରୁ ନିର୍ବାଚନ ବାତିଲ ହୋଇଥିବା ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍‌ର ଗୋଟିଏ, ବୌଦ୍ଧ ଜିଲ୍ଲା ବୌଦ୍ଧ ବ୍ଲକ୍‌ର ଗୋଟିଏ, ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ୍‌ର ଗୋଟିଏ, ଜଗତସିଂହପୁର ଜିଲ୍ଲା ଜଗତସିଂହପୁର ବ୍ଲକ୍‌ର ୩ଟି, ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ୍‌ର ୧୦ଟି, କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକ୍‌ର ଗୋଟିଏ ଓ ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ୍‌ର ଗୋଟିଏ, ଶୁଳିଆପଦା ବ୍ଲକ୍‌ର ଦୁଇଟି ସ୍ଥାନରେ ପୁନଃ ଭୋଟ ଗ୍ରହଣ କରାଯିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।

ଓଡିଶା ପଞ୍ଚାୟତ ନିର୍ବାଚନ ପଞ୍ଚାୟତ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଫେଲ ମାମଲାରେ ପାକିସ୍ତାନର ପର୍ଦ୍ଦାଫାସ ପରେ ରାହୁଲ ଗାନ୍ଧୀଙ୍କୁ ଆକ୍ରମଣ କଲା ବିଜେପି

June 24, 2026

ଭାରତଠାରୁ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର କିଣିବ ୟୁଏଇ: ପାକିସ୍ତାନ କାହିଁକି ଚିନ୍ତିତ?

June 24, 2026

ରାମ ମନ୍ଦିର ଦାନ ଚୋରି ମାମଲା: ଚମ୍ପତ ରାୟଙ୍କ ଭୂମିକା ସନ୍ଦେହଜନକ

June 24, 2026

କଳିଙ୍ଗନଗରରେ ବଡ଼ ବିପଦର ସଙ୍କେତ! ଭିସିଆଇ କେମିକାଲସ୍‌ କାରଖାନାରେ ଅଗ୍ନିକାଣ୍ଡ, ପ୍ରଶ୍ନରେ ଶିଳ୍ପାଞ୍ଚଳର ସୁରକ୍ଷା ବ୍ୟବସ୍ଥା

June 24, 2026
Latest News

ରାଫେଲ ମାମଲାରେ ପାକିସ୍ତାନର ପର୍ଦ୍ଦାଫାସ ପରେ ରାହୁଲ ଗାନ୍ଧୀଙ୍କୁ ଆକ୍ରମଣ କଲା ବିଜେପି

June 24, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୪-୩ ଗୋଲରେ ଟିମ୍ ଇଣ୍ଡିଆର ଦମଦାର ବିଜୟ

June 24, 2026

ଭାରତଠାରୁ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର କିଣିବ ୟୁଏଇ: ପାକିସ୍ତାନ କାହିଁକି ଚିନ୍ତିତ?

June 24, 2026

ରାମ ମନ୍ଦିର ଦାନ ଚୋରି ମାମଲା: ଚମ୍ପତ ରାୟଙ୍କ ଭୂମିକା ସନ୍ଦେହଜନକ

June 24, 2026

ଭାରତରେ କେତେବେଳେ ଆରମ୍ଭ ହେବ ଭାରତ ବନାମ ଆୟରଲ୍ୟାଣ୍ଡ ଟି-୨୦?: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.