Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନାଚୁଣୀ: ରକ୍ଷକ ସାଜିଲା ଭକ୍ଷକ!, ନିଜ କମ୍ପାନୀର ୩୨ ଲକ୍ଷରୁ ଉର୍ଦ୍ଧ୍ଵ ସୁନାଗହଣା ଲୁଟିନେଲେ କର୍ମଚାରୀ
ଅପରାଧ

ନାଚୁଣୀ: ରକ୍ଷକ ସାଜିଲା ଭକ୍ଷକ!, ନିଜ କମ୍ପାନୀର ୩୨ ଲକ୍ଷରୁ ଉର୍ଦ୍ଧ୍ଵ ସୁନାଗହଣା ଲୁଟିନେଲେ କର୍ମଚାରୀ

February 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀସ୍ଥିତ ଏକ ଘରୋଇ ଫାଇନାନ୍ସ କମ୍ପାନୀରୁ ପାଖପାଖି ୩୨ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ବନ୍ଧକ ସୁନା ଗହଣା ଚୋରି ହୋଇଥିବାର ଅଭିଯୋଗ ହୋଇଛି। ତେବେ ଆଶ୍ଚର୍ଯ୍ୟର କଥା ଉକ୍ତ ଅଳଙ୍କାରକୁ ଫାଇନାନ୍ସ କମ୍ପାନୀର ମ୍ୟାନେଜର ଏବଂ କର୍ମଚାରୀ ଚୋରି କରିଥିବାର ଅଭିଯୋଗ ହୋଇଛି।

ସୂଚନା ମୁତାବକ ନାଚୁଣୀ ବଜାରସ୍ଥିତ ମନପୁରମ ଆସେଟ ଫାଇନାନ୍ସ ଲିମିଟେଡ଼ କମ୍ପାନୀରୁ ୩୨ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ବନ୍ଧକ ସୁନା ଗହଣା ଚୋରି ହୋଇଥିବାର ଅଡିଟ ରିପୋର୍ଟରୁ ଜାଣିବାକୁ ପାଇଥିଲେ ଉପରିସ୍ଥ ଅଧିକାରୀ ଅଜୟ କୁମାର ଲେଙ୍କା। ତେବେ ପରବର୍ତ୍ତୀ ସମୟରେ କମ୍ପାନୀ ତଦନ୍ତ କରିବାରୁ ଉକ୍ତ ଚୋରିରେ ନାଚୁଣୀ ଶାଖା ପ୍ରବନ୍ଧକ ସଚିନ କୁମାର ପ୍ରଧାନ, ସହାୟକ ଶାଖା ପ୍ରବନ୍ଧକ ସାବିତ୍ରୀ ପ୍ରଧାନ ଏବଂ ଶ୍ରୀମନ୍ତ ରଞ୍ଜନ ସାହୁ ନାମକ ଜଣେ ବ୍ୟକ୍ତି ସାମିଲ ଥିବାର ଜାଣିବାକୁ ପାଇଥିଲା।

ଏହି ପରିପ୍ରେକ୍ଷୀରେ ବାଣପୁର ଥାନାରେ କମ୍ପାନୀ ପକ୍ଷରୁ ଉକ୍ତ ୩ ଜଣ ଅଭିଯୁକ୍ତଙ୍କ ବିରୋଧରେ ଏତଲା ଦିଆଯାଇଥିଲା। ଆଜି ପୋଲିସ କେଶ ନମ୍ବର ୮୨/୨୨ ରେ ଏକ ମାମଲା ରୁଜୁ କରିବା ସହ ୨ ଜଣଙ୍କୁ ଅଟକ ରଖି ପଚରାଉଚୁରା ଜାରିରଖିଛି।

ନାଚୁଣୀ ସୁନାଗହଣା
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପ୍ରପୀଡିତ ଚାଷୀଙ୍କ କ୍ଷତିପୂରଣ ବଢ଼ାଅ, ଋଣ ଛାଡ଼ କର, ଓଜେସି କୃଷକ ମୋର୍ଚ୍ଚାର ୯ ଦଫା ଦାବି

August 4, 2026

NEET UG OMR ସିଟ୍ ବିବାଦ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଛଅ ପରୀକ୍ଷାର୍ଥୀ

August 4, 2026

ସାଂସଦ ଦିଲ୍ଲୀପ ରାୟଙ୍କ ସଂସଦରେ ପ୍ରଶ୍ନ, ଓଡ଼ିଶାରେ କେତେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କାର୍ଯ୍ୟକ୍ଷମ ଅଛି?

August 4, 2026

ପଳାତକ ଅପରାଧୀଙ୍କ ବିରୋଧରେ ରଣନୀତି, ୩୬ଟି ଦେଶରୁ ୨୭୪ ଜଣଙ୍କୁ ଫେରାଇ ଅଣାଯାଇଛି

August 4, 2026
Latest News

ହକି ବିଶ୍ୱକପ-୨୦୨୬: ଭାରତ ବନାମ ପାକିସ୍ତାନ ମ୍ୟାଚ୍ କେବେ?, ଦେଖନ୍ତୁ ପୂର୍ଣ୍ଣ କାର୍ଯ୍ୟସୂଚୀ

August 4, 2026

ବନ୍ୟା ପ୍ରପୀଡିତ ଚାଷୀଙ୍କ କ୍ଷତିପୂରଣ ବଢ଼ାଅ, ଋଣ ଛାଡ଼ କର, ଓଜେସି କୃଷକ ମୋର୍ଚ୍ଚାର ୯ ଦଫା ଦାବି

August 4, 2026

ସୌରଶକ୍ତି ଉତ୍ପାଦନ ବୃଦ୍ଧି ପାଇଁ ୭୫,୦୨୧ କୋଟି ବରାଦ, ସାଂସଦ ଦିଲ୍ଲୀପ ରାୟଙ୍କ ପ୍ରଶ୍ନରେ ମନ୍ତ୍ରୀଙ୍କ ଉତ୍ତର

August 4, 2026

NEET UG OMR ସିଟ୍ ବିବାଦ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଛଅ ପରୀକ୍ଷାର୍ଥୀ

August 4, 2026

ସାଂସଦ ଦିଲ୍ଲୀପ ରାୟଙ୍କ ସଂସଦରେ ପ୍ରଶ୍ନ, ଓଡ଼ିଶାରେ କେତେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କାର୍ଯ୍ୟକ୍ଷମ ଅଛି?

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.