ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୪୫ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୮୬ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୨୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ଅନୁଗୁଳ ଜିଲ୍ଲାରୁ- ୩୫
ବାଲେଶ୍ଵର ଜିଲ୍ଲାରୁ-୯
ବରଗଡ ଜିଲ୍ଲାରୁ- ୩
ଭଦ୍ରକ ଜିଲ୍ଲାରୁ- ୪
ବଲାଙ୍ଗୀରି ଜିଲ୍ଲାରୁ- ୩
ବୌଦ୍ଧ ଜିଲ୍ଲାରୁ- ୧
କଟକ ଜିଲ୍ଲାରୁ- ୩
ଦେବଗଡ ଜିଲ୍ଲାରୁ- ୨
ଢେଙ୍କାନାଳ ଜିଲ୍ଲାରୁ- ୧
ଗଜପତି ଜିଲ୍ଲାରୁ- ୨୫
ଗଞ୍ଜାମ ଜିଲ୍ଲାରୁ- ୨୫
ଜଗତସିଂହପୁର ଜିଲ୍ଲାରୁ- ୩
ଯାଜପୁର ଜିଲ୍ଲାରୁ- ୧୮
ଝାରସୁଗୁଡା ଜିଲ୍ଲାରୁ- ୧୩
କଳାହାଣ୍ଡି ଜିଲ୍ଲାରୁ- ୨
କେନ୍ଦ୍ରାପଡା ଜିଲ୍ଲାରୁ- ୧୧
ଖୋର୍ଦ୍ଧା ଜିଲ୍ଲାରୁ- ୨୯
କୋରାପୁଟ ଜିଲ୍ଲାରୁ- ୧
ମୟୂରଭଞ୍ଜ ଜିଲ୍ଲାରୁ- ୧୨
ନବରଙ୍ଗପୁର ଜିଲ୍ଲାରୁ- ୪
ନୟାଗଡ ଜିଲ୍ଲାରୁ- ୨
ନୂଆପଡା ଜିଲ୍ଲାରୁ- ୪
ପୁରୀ ଜିଲ୍ଲାରୁ- ୧
ରାୟଗଡା ଜିଲ୍ଲାରୁ- ୧୪
ସମ୍ବଲପୁର ଜିଲ୍ଲାରୁ- ୨୫
ସୋନପୁର ଜିଲ୍ଲାରୁ- ୬
ସୁନ୍ଦରଗଡ ଜିଲ୍ଲାରୁ- ୧୫
ଷ୍ଟେଟ ପୁଲରୁ- ୭
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୪ ହଜାର ୬୧୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୨ ହଜାର ୪୨୮ ଏବଂ ବର୍ତ୍ତମାନ ୩ ହଜାର ୭୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।