Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଖେଇଲା ବିଏମସି ନିର୍ବାଚନ, ବିଜେପି ଛାଡି ବିଜେଡିରେ ଯୋଗଦେଲେ ଶତାଧିକ କର୍ମି
ଆଜିର ଖବର

ପାଖେଇଲା ବିଏମସି ନିର୍ବାଚନ, ବିଜେପି ଛାଡି ବିଜେଡିରେ ଯୋଗଦେଲେ ଶତାଧିକ କର୍ମି

February 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାଖେଇଲା ବିଏମସି ନିର୍ବାଚନ, ବିଜେପି ଛାଡି ବିଜେଡିରେ ଯୋଗଦେଲେ ଶତାଧିକ କର୍ମି

ଭୁବନେଶ୍ବର:  ଶନିବାର ଭୁବନେଶ୍ୱର ମଧ୍ୟ ବିଧାୟକଙ୍କ ସରକାରୀ ବାସଭବନରେ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ଉପସ୍ଥିତିରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟମନ୍ତ୍ରୀଙ୍କ ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି, ବିକାଶ ଧାରା ଏବଂ ବିଧାୟକ ଶ୍ରୀଯୁକ୍ତ ଅନନ୍ତ ନାରାୟଣ ଜେନାଙ୍କ ଆଦର୍ଶ ଓ କାର୍ଯ୍ୟ ଶୈଳୀରେ ଅନୁପ୍ରାଣିତ ହୋଇ ବନଦୁର୍ଗା ମଣ୍ଡଳ ସଭାପତି ଫିରୋଜ ଖାନଙ୍କ ନେତୃତ୍ୱ ରେ ୱାର୍ଡ 40 ଓ 41 ଅନ୍ତର୍ଗତ ୟୁନିଟ 1,2,3 ଏବଂ ବାପୁଜୀ ନଗର ଅଞ୍ଚଳ ର 300 ରୁ ଉର୍ଦ୍ଧ ବିଜେପି କର୍ମୀ ଓ ସଭ୍ୟ ବିଜେପି ଦଳ ଛାଡି ଆନୁଷ୍ଠାନିକ ଭାବେ ବିଜେଡି ରେ ଯୋଗ ଦେଇଛନ୍ତି।

ବନଦୁର୍ଗା ମଣ୍ଡଳ ଯୁବମୋର୍ଚ୍ଚା ସଭାପତି ଆକାଶ ପଟ୍ଟନାୟକ, ବନଦୁର୍ଗା ମହିଳା ମୋର୍ଚ୍ଚା ସଭାନେତ୍ରୀ ସୁଭଦ୍ରା ନାୟକ, ବି.ଜେ.ବି ସ୍ୱୟଂଶାସିତ ମହାବିଦ୍ୟାଳୟର ପୂର୍ବତନ ଛାତ୍ର ସଂସଦ ସାଧାରଣ ସମ୍ପାଦକ ନୀଳକଣ୍ଠ ରେଡ୍ଡୀ, ବରିଷ୍ଠ ବିଜେପି କର୍ମୀ ସହଦେଵ ନାୟକ, ଆସିୟା ବେଗମ,ବିଶ୍ୱରଂଜନ ସିଙ୍ଗ, ପ୍ରଶାନ୍ତ ମହାରଣା, ସୁକାନ୍ତ ଓଝା, ଦୀପକ ସାହୁ, ସୁରେଶ ବାରିକ, କେ ଶ୍ରୀନିବାସ ରାଓ ପ୍ରମୁଖ ଆନୁଷ୍ଠାନିକ ଭାବେ ବିଜେଡି ରେ ସାମିଲ ହୋଇ ନେତ୍ରୁ ବୃନ୍ଦଙ୍କ ସହଯୋଗ ଓ ନିର୍ଦ୍ଦେଶରେ ବିନା ଦ୍ବିଧାରେ ଦଳ ସହ ମନ ପ୍ରାଣ ଢାଳି କାର୍ଯ୍ୟ କରିବେ ବୋଲି ବ୍ୟକ୍ତ କରିଥିଲେ।

ଅନନ୍ତ ନାରାୟଣ ଜେନା ଓଡିଶା ପୌର ନିର୍ବାଚନ ପୌର ନିର୍ବାଚନ ବିଏମସି ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ କରିବେ ସରକାର: ଜାଣନ୍ତୁ ଏହାର ଖର୍ଚ୍ଚ କେତେ?

July 18, 2026

ପ୍ରକୃତରେ ମାଇଲେଜ୍ ହ୍ରାସ କରେ କି E20 ଇନ୍ଧନ?: ଜାଣନ୍ତୁ ବିଶେଷଜ୍ଞମାନେ କୁହନ୍ତି

July 18, 2026

ଲର୍ଡସରେ ଇତିହାସ ରଚିବେ ରୋହିତ ଶର୍ମା: ଭାଙ୍ଗିପାରନ୍ତି ଏହି ଦୁଇଟି ରେକର୍ଡ

July 18, 2026

ନୟାଗଡ଼: ବାସସ୍ଥାନ ଯୋଜନାରୁ ବଞ୍ଚିତ ଦିନ ମଜୁରିଆଙ୍କ ପାଲ ତଳେ କଟୁଛି ଜୀବନ

July 18, 2026
Latest News

ମୌସୁମୀ ଅଧିବେଶନରେ କିପରି ବିଲ ପାସ କରିବେ ମୋଦୀ ସରକାର: ଜାଣନ୍ତୁ ସଂଖ୍ୟା ଗଣିତ

July 18, 2026

୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ କରିବେ ସରକାର: ଜାଣନ୍ତୁ ଏହାର ଖର୍ଚ୍ଚ କେତେ?

July 18, 2026

ପ୍ରକୃତରେ ମାଇଲେଜ୍ ହ୍ରାସ କରେ କି E20 ଇନ୍ଧନ?: ଜାଣନ୍ତୁ ବିଶେଷଜ୍ଞମାନେ କୁହନ୍ତି

July 18, 2026

ଜନ୍ତର ମନ୍ତରରେ ଉତ୍ତେଜନା: ଅଭିଜିତ ଦୀପକେଙ୍କ ଉପରକୁ କାଳି ଫିଙ୍ଗିଲେ ମହିଳା

July 18, 2026

ସୋନମ ୱାଙ୍ଗଚୁକଙ୍କ ସମ୍ପର୍କରେ ସରକାର ଏବଂ ସିଜେପି କୁ ସମାଲୋଚନା କଲେ ପ୍ରିୟଙ୍କା ଚତୁର୍ବେଦୀ

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.