Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଚାର୍ଯ୍ୟ ହରିହରଙ୍କ ଜୟନ୍ତୀ ପାଳିତ
ଆଞ୍ଚଳିକ

ଆଚାର୍ଯ୍ୟ ହରିହରଙ୍କ ଜୟନ୍ତୀ ପାଳିତ

February 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଚନ୍ଦ୍ରଶେଖରପୁରସ୍ଥିତ ଆଚାର୍ଯ୍ୟ ହରିହର ମହାବିଦ୍ୟାଳୟ ପରିସରରେ ପୂଣ୍ୟାତ୍ମା ହରିହରଙ୍କ ୧୪୪ତମ ଜୟନ୍ତୀ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ମୁକ୍ତିଲତା ପାଲ ହରିହରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ‘ଆସ ଭଲ ମଣିଷ ହେବା’ ଶୀର୍ଷକ ବିଷୟବସ୍ତୁ ଉପରେ ଛାତ୍ରଛାତ୍ରୀମାନଙ୍କୁ ବକ୍ତବ୍ୟ ପ୍ରଦାନ କରିଥିଲେ। ଏବଂ କର୍ତ୍ତବ୍ୟନୀଷ୍ଠ, ଚରିତ୍ରବାନ ହେବାକୁ ପରାମର୍ଶ ଦେଇଥିଲେ। ଅଧ୍ୟାପକ ସୁବାସ ଚନ୍ଦ୍ର ସାହୁ ବକୁଳ ବନବିଦ୍ୟାଳୟ ସମାଜ ଗଠନରେ ଏକ ମୁକସାକ୍ଷୀ।

ଗୁରୁକୂଳ ପରମ୍ପରା ଛାତ୍ରଛାତ୍ରୀମାନଙ୍କୁ ସଂସ୍କାର ଦେବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। ତେଣୁ ଆଚାର୍ଯ୍ୟ ଚିର ନମସ୍ୟ ଥିଲେ। ଅଧ୍ୟାପକ ସୁଗମ ରାଉତ ଆଧୁନିକ ଶିକ୍ଷା ବ୍ୟବସ୍ଥା ଓ ଜୀବନଚର୍ଯ୍ୟାକୁ ପ୍ରଭାବିତ କରିନଥାଏ। ଗୁରୁକୂଳମାନେ ହରିହରଙ୍କ ଜୀବନ ଆଦର୍ଶ ଉପରେ ଆଲୋଚନା କରିଥିଲେ।

ପରିଶେଷରେ କ୍ରୀଡ଼ା ଶିକ୍ଷକ ଶିବ କୁମାର ଜେନା ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଧାକାନ୍ତ ଘଡ଼େଇ, ଦୁର୍ଯ୍ୟୋଧନ ବେହେରା ପ୍ରମୁଖ ଉପସ୍ଥିତ ôତଲେ।

ଆଚାର୍ଯ୍ୟ ହରିହର ଜୟନ୍ତୀ ପାଳିତ
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ଦିଦିଙ୍କ ହାତରୁ ଖସିବ କି ଟିଏମସି?: ଆସନ୍ତାକାଲି ପୃଥକ ଗୋଷ୍ଠୀ ଦାବି କରିବେ ବିଦ୍ରୋହୀ ସାଂସଦ

June 14, 2026

ପହିଲି ରଜରେ ସମଗ୍ର ବାଣପୁର ଅଞ୍ଚଳ ଚଳଚଞ୍ଚଳ: ରଜ ପାଳିଲେ ମା’ ଭଗବତୀ

June 14, 2026

ପୁରୀ ରେଳ ଷ୍ଟେସନରେ ନିରାପତ୍ତା ସମ୍ବନ୍ଧୀୟ ର୍ଯ୍ୟ ଯୋଗୁଁ ଟ୍ରେନ ଚଳାଚଳରେ ଅସ୍ଥାୟୀ ପରିବର୍ତ୍ତନ

June 14, 2026

ଆଜି ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ଥାନ ମହାଲଢେଇ: ପରିସଂଖ୍ୟାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 14, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ବେଙ୍ଗାଲୁରୁରେ ପ୍ରତିବାଦ କରିବ CJP: ଯୋଗଦେବେ ପ୍ରକାଶ ରାଜ 

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.