Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୟୁକ୍ରେନ ପଡ଼ୋଶୀ ରାଷ୍ଟ୍ରରୁ ସ୍ଵତନ୍ତ୍ର ବେସାମରିକ ବିମାନ ଯୋଗେ ଆଜି ଫେରିଲେ ୪୧୦ ଭାରତୀୟ
ଆଜିର ଖବର

ୟୁକ୍ରେନ ପଡ଼ୋଶୀ ରାଷ୍ଟ୍ରରୁ ସ୍ଵତନ୍ତ୍ର ବେସାମରିକ ବିମାନ ଯୋଗେ ଆଜି ଫେରିଲେ ୪୧୦ ଭାରତୀୟ

March 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ‘ଅପରେସନ ଗଙ୍ଗା’ ଅଧୀନରେ ୟୁକ୍ରେନରେ ଫସି ରହିଥିବା ଭାରତୀୟ ନାଗରିକମାନଙ୍କର ଉଦ୍ଧାର ପ୍ରକ୍ରିୟା ଜାରି ରହିଛି। ୟୁକ୍ରେନର ପଡ଼ୋଶୀ ରାଷ୍ଟ୍ରରୁ ୨ଟି ସ୍ଵତନ୍ତ୍ର ବେସାମରିକ ବିମାନ ଜରିଆରେ ଆଜି ୪୧୦ ଜଣ ଭାରତୀୟ ନାଗରିକ ସ୍ଵଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଥିସହିତ, ୟୁକ୍ରେନରେ ଫସି ରହିଥିବା ଭାରତୀୟମାନଙ୍କୁ ଉଦ୍ଧାର ଲାଗି ୨୨ ଫେବୃଆରୀ, ୨୦୨୨ରେ ସ୍ଵତନ୍ତ୍ର ବିମାନ ଚଳାଚଳ ଆରମ୍ଭ ହେବା ପରଠାରୁ ଏବେସୁଦ୍ଧା  ପ୍ରାୟ ୧୮ ହଜାର  ଭାରତୀୟମାନଙ୍କୁ ଫେରାଇ ଅଣାସରିଛି। ୭୫ଟି ସ୍ଵତନ୍ତ୍ର ବେସାମରିକ ବିମାନ ଜରିଆରେ ଏବେସୁଦ୍ଧା ଫେରିଥିବା ମୋଟ ଭାରତୀୟମାନଙ୍କ ସଂଖ୍ୟା ୧୫ ହଜାର ୫୨୧ରେ ପହଞ୍ଚିଛି। ଏଥିପୂର୍ବରୁ, ଅପରେସନ ଗଙ୍ଗା ଅଧୀନରେ ଭାରତୀୟ ବାୟୁସେନାର ୧୦ଟି ବିମାନ ଜରିଆରେ ୨୦୫୬ ଜଣ ଯାତ୍ରୀ ଫେରିଛନ୍ତି ଏବଂ ୩୨ ଟନ ରିଲିଫ ସାମଗ୍ରୀ ପଠାଯାଇଛି।

ଭାରତକୁ ଆସିଥିବା ବେସାମରିକ ବିମାନ ମଧ୍ୟରେ ବୁକାରେଷ୍ଟରୁ ୨୧ଟି ବିମାନ ଜରିଆରେ ୪୫୭୫ ଜଣ ଯାତ୍ରୀଙ୍କୁ ଅଣାଯାଇଛି। ସୁଚେଭାରୁ ୯ଟି ବିମାନ ଜରିଆରେ ୧୮୨୦ ଜଣ ଯାତ୍ରୀ, ବୁଦାପେଷ୍ଟରୁ ୨୮ଟି ବିମାନ ଜରିଆରେ ୫୫୭୧ ଜଣ ଯାତ୍ରୀ, କୋସିଚେରୁ ୫ଟି ବିମାନ ଜରିଆରେ ୯୦୯ ଜଣ ଯାତ୍ରୀ, ସେସେଜୋରୁ ୧୧ଟି ବିମାନରେ ୨୪୦୪ ଜଣ ଭାରତୀୟ ଏବଂ କିଭରୁ ଗୋଟିଏ ବିମାନରେ ୨୪୨ ଜଣ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।

ଅପରେସନ ଗଙ୍ଗା ବେସାମରିକ ବିମାନ ଭାରତୀୟ ୟୁକ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.