Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାସିକ ଋତୁସ୍ରାବ ଓ ସ୍ୱଚ୍ଛତା ନେଇ ଦୃଷ୍ଟିହୀନ ଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି
ଆଜିର ଖବର

ମାସିକ ଋତୁସ୍ରାବ ଓ ସ୍ୱଚ୍ଛତା ନେଇ ଦୃଷ୍ଟିହୀନ ଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି

March 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମାସିକ ଋତୁସ୍ରାବ ସମୟରେ କିଭଳି ସ୍ୱଚ୍ଛତା ଅବଲମ୍ବନ କରାଯିବ ସେ ନେଇ ଦୃଷ୍ଟିହୀନ ଛାତ୍ରୀମାନଙ୍କୁ ସଚେତନ କରାଯାଇଛି। ଆନ୍ତର୍ଜାତିକ ମହିଳା ଦିବସ ପରିପ୍ରେକ୍ଷୀରେ ଭୁବନେଶ୍ୱର ସ୍ଥିତ ଭୀମଭୋଇ ଦୃଷ୍ଟିହୀନ ବିଦ୍ୟାଳୟର ଛାତ୍ରୀମାନଙ୍କ ସହିତ ଏ ନେଇ ଆଲୋଚନା କରିଛନ୍ତି ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଫିଜିଓଥେରାପି ବିଭାଗର ମୁଖ୍ୟ ଡଃ ସ୍ତିତିପ୍ରଜ୍ଞା ଦଳବେହେରା।

ଇଣ୍ଡିଆନ୍ ଆସୋସିଏସନ୍ ଅଫ୍ ଫିଜିଓଥେରାପିଷ୍ଟ ଓଡ଼ିଶା ଶାଖାର ମହିଳା ସେଲ୍ ପକ୍ଷରୁ ଭୀମଭୋଇ ଦୃଷ୍ଟିହୀନ ବିଦ୍ୟାଳୟରେ ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ମାସିକ ଋତୁସ୍ରାବ ସମୟରେ ସ୍ୱଚ୍ଛତା ଅବଲମ୍ବନ ନେଇ ଏକ ସଚେତନତା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଡଃ ଦଳବେହେରାଙ୍କ ବ୍ୟତୀତ ମହିଳା ସେଲ୍ ମୁଖ୍ୟ ଡଃ ପ୍ରିୟଦର୍ଶିନୀ ମିଶ୍ର, ଡଃ ସୁପ୍ରିୟା, କୋଷାଧ୍ୟକ୍ଷ ଡଃ ପ୍ରଭଞ୍ଜନ ଏବଂ ଇସି ଡଃ ତନୟା ସାମିଲ ହୋଇ ଛାତ୍ରୀମାନଙ୍କ ସହିତ ଆଲୋଚନାର ସୁଯୋଗ ଦେଇଥିବାରୁ ବିଦ୍ୟାଳୟ କର୍ତୃପକ୍ଷଙ୍କୁ ଧନ୍ୟବାଦ ଦେଇଥିଲେ।

ଏହି ପରିପ୍ରେକ୍ଷୀରେ ଛାତ୍ରୀମାନଙ୍କ ମଧ୍ୟରେ ସାନିଟାରୀ ନ୍ୟାପ୍‌କିନ୍ ବଂଟନ କରାଯାଇଥିଲା ଏବଂ ଏହି ସମୟରେ କିଭଳି ନିଜର ସ୍ୱାସ୍ଥ୍ୟ ପ୍ରତି ଯତ୍ନ ନେବେ ଏବଂ ସ୍ୱଚ୍ଛତା ଅବଲମ୍ବନ କରିବେ ଯେପରି କୌଣସି ପ୍ରକାର ରି-ପ୍ରଡକ୍ଟିଭ୍ ଟ୍ରାକ୍ଟ ସଂକ୍ରମଣ ହେବ ନାହିଁ ସେ ନେଇ ଛାତ୍ରୀମାନଙ୍କୁ ସଚେତନ କରାଯାଇଥିଲା।

ସଚେତନତା
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକା-ଇରାନ ମଧ୍ୟରେ ୧୪-ସୂତ୍ରୀ ଚୁକ୍ତି; ହର୍ମୁଜ୍ ପ୍ରଣାଳୀ ପୁନଃ ଖୋଲିବାକୁ ସମ୍ମତି

June 18, 2026

ଅନୁଗୁଳରେ ଡବଲ ଏନକାଉଣ୍ଟର

June 18, 2026

ଖୋର୍ଦ୍ଧା: ସାମ୍ବାଦିକ ଓ ସାମାଜିକ ଗଣମାଧ୍ୟମ ପ୍ରବାହକ ସମ୍ମିଳନୀ ଅନୁଷ୍ଠିତ

June 18, 2026

ଖୋର୍ଦ୍ଧା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ

June 18, 2026
Latest News

ଆମେରିକା-ଇରାନ ମଧ୍ୟରେ ୧୪-ସୂତ୍ରୀ ଚୁକ୍ତି; ହର୍ମୁଜ୍ ପ୍ରଣାଳୀ ପୁନଃ ଖୋଲିବାକୁ ସମ୍ମତି

June 18, 2026

ଅନୁଗୁଳରେ ଡବଲ ଏନକାଉଣ୍ଟର

June 18, 2026

ବ୍ୟାଙ୍କ କାହିଁକି ବଢ଼ାଉଛି କ୍ରେଡିଟ୍ ଲିମିଟ୍, ଗ୍ରହଣ କରିବା ପୂର୍ବରୁ ଜାଣନ୍ତୁ ସମ୍ପୂର୍ଣ୍ଣ ସତ୍ୟ

June 18, 2026

ଖୋର୍ଦ୍ଧା: ସାମ୍ବାଦିକ ଓ ସାମାଜିକ ଗଣମାଧ୍ୟମ ପ୍ରବାହକ ସମ୍ମିଳନୀ ଅନୁଷ୍ଠିତ

June 18, 2026

ଖୋର୍ଦ୍ଧା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.