Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଏସ୍ଏସ୍‌ଏଫ୍ ବିଶ୍ବକପ୍‌ରେ ଦିବ୍ୟାଂଶଙ୍କୁ ରୌପ୍ୟ : ଅଲମ୍ପିକ୍ସ ବର୍ଥ ସୁରକ୍ଷିତ
ଆଜିର ଖବର

ଆଇଏସ୍ଏସ୍‌ଏଫ୍ ବିଶ୍ବକପ୍‌ରେ ଦିବ୍ୟାଂଶଙ୍କୁ ରୌପ୍ୟ : ଅଲମ୍ପିକ୍ସ ବର୍ଥ ସୁରକ୍ଷିତ

April 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତୀୟ ୧୭ ବର୍ଷୀୟ ସୁଟର ଦିବ୍ୟାଂଶ ସିଂ ପନଓ୍ବର ଶୁକ୍ରବାର ଚତୁର୍ଥ ଭାରତୀୟ ଭାବରେ ଅଲମ୍ପିକ୍ସରେ ନିଜର ସ୍ଥାନ ସୁରକ୍ଷିତ କରିଛନ୍ତି। ରାଜସ୍ଥାନର ଏହି ୧୭ ବର୍ଷୀୟ ବାଳକ ଆଇଏସ୍‌ଏସ୍‌ଏଫ୍‌ ବିଶ୍ବକପ୍‌ରେ ରୌପ୍ୟ ପଦକ ସହିତ ଏହି କୃତିତ୍ବ ହାସଲ କରିଛନ୍ତି। ମାତ୍ର ୦.୪ ପଏଣ୍ଟ ପାଇଁ ସ୍ବର୍ଣ୍ଣ ପଦକରୁ ବଞ୍ଚିତ ହୋଇଥିଲେ ପନଓ୍ବର। ୧୦ ମି ଏୟାର ରାଇଫଲ ବିଭାଗରେ ପନଓ୍ବର ୨୪୯ ପଏଣ୍ଟ ସ୍କୋର କରିଥିବା ବେଳେ ଚୀନ୍‌ର ଜାଇଚେଙ୍ଗ ହୁଇ ୨୪୯.୪ ପଏଣ୍ଟ ସହ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ୨୨୭.୫ ପଏଣ୍ଟ ସହିତ ଋଷିଆର ଗ୍ରୀଗୋରୀ ସିମ୍‌କୋଭ୍‌ ବ୍ରୋଞ୍ଜ ପଦକ ହାସଲ କରିଥିଲେ। ଏହା ସହିତ ଚତୁର୍ଥ ଭାରତୀୟ ଖେଳାଳି ଭାବରେ ୨୦୨୦ ଟୋକିଓ ଅଲମ୍ପିକ୍ସରେ ସ୍ଥାନ ସୁରକ୍ଷିତ କରି ନେଇଛନ୍ତି। ୧୦ମି. ଏୟାର ରାଇଫଲ୍‌ ମହିଳା ବିଭାଗରେ ଅଞ୍ଜୁମ ମୌଦଗିଲ୍‌ ଓ ଅପୂର୍ବୀ ଚାଣ୍ଡେଲା, ୧୦ମି. ଏୟାର ପିସ୍ତଲରେ ସୌରଭ ଚୌଧୁରୀ ପୂର୍ବରୁ ଏହି ସ୍ଥାନ ସୁରକ୍ଷିତ କରି ନେଇଛନ୍ତି।

issf medal silver thesamikhsya worldcup
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ଗୀତଗୋବିନ୍ଦ ସଦନରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ଜୟନ୍ତୀ ପାଳିତ

February 28, 2026

ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଲଞ୍ଚ ହେଲା ଓଡିଶାର AYAVAT

February 28, 2026

ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

February 28, 2026

ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

February 28, 2026
Latest News

ଭାରତରେ ନ୍ୟାୟିକ ପ୍ରକ୍ରିୟାକୁ ସୁଗମ କରୁଛି ଏଆଇ

February 28, 2026

ଭୁବନେଶ୍ବର ଗୀତଗୋବିନ୍ଦ ସଦନରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ଜୟନ୍ତୀ ପାଳିତ

February 28, 2026

ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଲଞ୍ଚ ହେଲା ଓଡିଶାର AYAVAT

February 28, 2026

ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

February 28, 2026

ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.