Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଏନଏସି ନିର୍ବାଚନ: ବାଣପୁର ଓ ବାଲୁଗାଁରେ ପୋଲିସର ଫ୍ଲାଗମାର୍ଚ୍ଚ
ଆଞ୍ଚଳିକ

ଆସନ୍ତାକାଲି ଏନଏସି ନିର୍ବାଚନ: ବାଣପୁର ଓ ବାଲୁଗାଁରେ ପୋଲିସର ଫ୍ଲାଗମାର୍ଚ୍ଚ

March 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଏସପିଙ୍କ ନିର୍ଦ୍ଦେଶକ୍ରମେ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକଙ୍କ ତତ୍ୱାବଧାନରେ ଆଜି ସନ୍ଧ୍ୟାରେ ବାଣପୁର ଓ ବାଲୁଗାଁ ଏନଏସି ଅଞ୍ଚଳରେ ପୋଲିସର ଫ୍ଲାଗମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି। ଆସନ୍ତାକାଲି ଉଭୟ ଏନଏସିରେ ପୌର ନିର୍ବାଚନ ଥିବାରୁ ପୋଲିସ ପକ୍ଷରୁ ଉଭୟ ଏନଏସି ର ସମସ୍ତ ୱାର୍ଡରେ ଫ୍ଲାଗ ମାର୍ଚ୍ଚ କରାଯାଇଛି।

ଉଭୟ ସ୍ଥାନରେ ହୋଇଥିବା ଫ୍ଲାଗମାର୍ଚ୍ଚରେ ବାଲୁଗାଁ ଏସଡିପିଓ, ବାଣପୁର ବିଡ଼ିଓ ପ୍ରଦ୍ୟୁମ୍ନ ନାୟକ, ଚିଲିକା ଅତିରିକ୍ତ ତହସିଲଦାର ଅପର୍ଣ୍ଣା ଡାଙ୍ଗୁଆ, ବାଲୁଗାଁ ଥାନା ଇନଚାର୍ଜ ଡ଼ିଏସପି ରମାକାନ୍ତ ମାହାଲିକ, ଡ଼ିଏସପି ସୁଜିତ ପଣ୍ଡା, ବାଣପୁର ଆଇଆଇସି ବିଜୟିନୀ ମଲ୍ଲ, ଅତିରିକ୍ତ ଆଇଆଇସି କାହ୍ନୁଚରଣ ସ୍ୱାଇଁ, ଉଭୟ ଥାନା ଏସଆଇ, ଏଏସଆଇ ଏବଂ ବହୁ ପୋଲିସ କର୍ମଚାରୀମାନେ ସାମିଲ ଥିଲେ।

ତେବେ ଆସନ୍ତାକାଲି ପୌର ନିର୍ବାଚନ ସମେତ ଓଡିଶା ପ୍ରସିଦ୍ଧ ଐତିହାସିକ ବାଣପୁର ପଞ୍ଚଦୋଳ ଯାତ୍ରା ଥିବା ବେଳେ ଶାନ୍ତିଶୃଙ୍ଖଳା ରକ୍ଷା ସହିତ ଉଭୟ ଏନଏସି ନିର୍ବାଚନକୁ ନିରପେକ୍ଷ, ଅବାଧ ଏବଂ ଶାନ୍ତିପୂର୍ଣ୍ଣ କରିବାପାଇଁ ୪ ଜଣ ଡ଼ିଏସପି, ୬ ଜଣ ଇନ୍ସପେକ୍ଟର, ୧୨ ଜଣ ଏସଆଇ, ୧୬ ଜଣ ଏଏସଆଇ ଏବଂ ୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିବାର ଏସଡିପିଓ ଶ୍ରୀ ବାରିକ କହିଛନ୍ତି।

ଫ୍ଲାଗମାର୍ଚ୍ଚ ବାଣପୁର ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ
Share. Facebook Twitter LinkedIn Email WhatsApp Copy Link

Related Posts

ବୋଲେରୋ-ବାଇକ ମୁହାଁମୁହିଁ ଧକ୍କା, ପୂର୍ବତନ ସମିତିସଭ୍ୟ ମୃତ; ଜଣେ ଗୁରୁତର

September 19, 2026

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.