Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସରିଲା ପୌରାଞ୍ଚଳ ପାଇଁ ମତଦାନ: ଭୁବନେଶ୍ଵର ମହାନଗର ନିଗମରେ ପଡିଲା ୫୦ ପ୍ରତିଶତ ଭୋଟ
ବିଶେଷ ଖବର

ସରିଲା ପୌରାଞ୍ଚଳ ପାଇଁ ମତଦାନ: ଭୁବନେଶ୍ଵର ମହାନଗର ନିଗମରେ ପଡିଲା ୫୦ ପ୍ରତିଶତ ଭୋଟ

March 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟର ପୌର ନିର୍ବାଚନ ପାଇଁ ଆଜି ଭୋଟ ଗ୍ରହଣ କରାଯାଇଛି। କିଛି ବୁଥକୁ ଛାଡିଦେଲେ ପ୍ରାୟ ସବୁ ବୁଥରେ ଶାନ୍ତିଶୃଙ୍ଖଳାରେ ମତଦାନ ଶେଷ ହୋଇଛି। ଭୋଟ ଗ୍ରହଣ ପରେ ରାଜ୍ୟ ନିର୍ବାଚନ ଆୟୁକ୍ତ ଆଦିତ୍ୟ ପ୍ରସାଦ ପାଢୀ ଏନେଇ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି।

ଆଜି ୧୦୬ ଟି ପୌରାଞ୍ଚଳରେ ହୋଇଥିବା ମତଦାନରେ ୬୫ ପ୍ରତିଶତ ଭୋଟ ପଡିଥିବା ଶ୍ରୀ ପାଢୀ କହିଛନ୍ତି। ଭୁବନେଶ୍ଵର ମହାନଗର ନିଗମରେ ମୋଟ ୫୦ ପ୍ରତିଶତ ଭୋଟ ପଡିଥିବା ବେଳେ କଟକ ମହାନଗର ନିଗମରେ ୬୫ ପ୍ରତିଶତ, ବ୍ରହ୍ମପୁର ମହାନଗର ଅଞ୍ଚଳରେ ୪୭ ପ୍ରତିଶତ ମତଦାନ ହୋଇଛି।

ଉମରକୋଟ ୱାର୍ଡ ନଂ-୮ ରେ ଅଧ୍ୟକ୍ଷ ପଦବୀ ପାଇଁ ମତଦାନ ବନ୍ଦ ରହିଥିବା ବେଳେ ଆସନ୍ତାକାଲି ପୁଣିଥରେ ସେଠାରେ ମତଦାନ ହେବ ବୋଲି ନିର୍ବାଚନ ଆୟୁକ୍ତ ଘୋଷଣା କରିଛନ୍ତି। ସେଠାରେ ଭୁଲ ବାଲାଟ ପାଇଁ ମତଦାନ ବନ୍ଦ କରାଯାଇଛି।

ସେହିଭଳି ଭଦ୍ରକ ଓ ଧାମନଗରରେ ପୁନଃ ଭୋଟ ଗ୍ରହଣ ହୋଇପାରେ ବୋଲି ଶ୍ରୀ ପାଢୀ କହିଛନ୍ତି। ସେଠାରେ ନିର୍ବାଚନୀ ହିଂସା ଖବର ଥିବାରୁ ଜିଲ୍ଲାପାଳଙ୍କୁ ରିପୋର୍ଟ ମଗାଯାଇଛି। ରିପୋର୍ଟ ମିଳିବା ପରେ ପୁନଃ ଭୋଟ ଗ୍ରହଣ ପାଇଁ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।

ପୌରାଞ୍ଚଳ ନିର୍ବାଚନ ରାଜ୍ୟ ନିର୍ବାଚନ ଆୟୁକ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026
Latest News

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.