Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଯୁବକଙ୍କୁ ଗଛରେ ବାନ୍ଧି ପତ୍ନୀଙ୍କୁ ଗଣଦୁଷ୍କର୍ମ: ୨ ନାବାଳକଙ୍କ ସମେତ ୧୦ ଗିରଫ
ଅପରାଧ

ଯୁବକଙ୍କୁ ଗଛରେ ବାନ୍ଧି ପତ୍ନୀଙ୍କୁ ଗଣଦୁଷ୍କର୍ମ: ୨ ନାବାଳକଙ୍କ ସମେତ ୧୦ ଗିରଫ

March 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ: ୟୁପିର ମୁଜାଫରନଗର ଜିଲ୍ଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବକଙ୍କୁ ଗଛରେ ବାନ୍ଧି ପତ୍ନୀଙ୍କୁ ଗଣଦୁଷ୍କର୍ମ କରିଥିବା ଅଭଯୋଗ ହୋଇଛି। ଏହି ଲଜ୍ଜାଜନକ ଘଟଣାରେ ୨ ନାବାଳକ ସମେତ ୧୦ ଜଣଙ୍କୁ ପୋଲିସ ଗିରଫ କରିଛି।
ପୀଡିତା ଅଭିଯୋଗ କରିଛନ୍ତି ଯେ, ଗତକାଲି ତାଙ୍କ ସ୍ୱାମୀଙ୍କ ସହ ମାତୃ ଘରୁ ଫେରୁଥିବା ବେଳେ ଦଶ ଜଣ ଲୋକ ତାଙ୍କୁ ରାସ୍ତାରେ ଅଟକାଇ ଆମ୍ବ ବଗିଚାକୁ ନେଇଯାଇଥିଲେ। ୬ ଜଣ ବ୍ୟକ୍ତି ତାଙ୍କ ସ୍ୱାମୀଙ୍କୁ ବଗିଚାରେ ଥିବା ଏକ ଗଛରେ ବାନ୍ଧି ଚାରି ଜଣଙ୍କ ଦ୍ୱାରା ଦୁଷ୍କର୍ମ କରିଥିଲେ। ମୁଜାଫରନଗର ଏସପି ଅର୍ପିତ ବିଜୟବର୍ଗିୟ କହିଛନ୍ତି ଯେ, ପୋଲିସ ଏକ ମାମଲା ରୁଜୁ କରିଛି ଏବଂ ଏ ସମ୍ପର୍କରେ ଦଶ ଜଣଙ୍କୁ ଗିରଫ କରିଛି। ପୀଡିତାଙ୍କ ବିବୃତ୍ତି ଶୀଘ୍ର ମାଜିଷ୍ଟ୍ରେଟଙ୍କ ନିକଟରେ ରେକର୍ଡ ହେବ ବୋଲି ପୋଲିସ କହିଛି।

ଗଣଦୁଷ୍କର୍ମ ଲଜ୍ଜାଜନକ ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026
Latest News

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.