Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ସର୍ଗୀକୃତ ମହିଳା କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା କଲା ପୂର୍ବତଟ ରେଳପଥ
ଆଜିର ଖବର

ଉତ୍ସର୍ଗୀକୃତ ମହିଳା କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା କଲା ପୂର୍ବତଟ ରେଳପଥ

March 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ (ଇକୋରା) ପକ୍ଷରୁ ଆଜି 2019-20 ଏବଂ 2020-21 ବର୍ଷ ପାଇଁ ଦଶମ ଏବଂ ଦ୍ୱାଦଶ ପରୀକ୍ଷାରେ ଉନ୍ନତ ପ୍ରଦର୍ଶନ କରିଥିବା ରେଳବାଇ କର୍ମଚାରୀମାନଙ୍କ ପିଲାମାନଙ୍କୁ ସମ୍ବର୍ଦ୍ଧନା କରାଯାଇଅଛି। ସେହିଭଳି, ପୂର୍ବତଟ ରେଳପଥର ଉତ୍ସର୍ଗୀକୃତ ମହିଳା କର୍ମଚାରୀମାନଙ୍କୁ ମଧ୍ୟ ସେମାନଙ୍କର ଉତ୍ସର୍ଗୀକୃତ ଓ ନିଷ୍ଠାପର ସେବା ପାଇଁ ସମ୍ମାନିତ କରାଯାଇଥିଲା।

ଏହି ସମ୍ବର୍ଦ୍ଧନା ଉତ୍ସବରେ ଯୋଗଦାନ କରି ପୂର୍ବତଟ ଓ ଦକ୍ଷିଣ ପୂର୍ବ ରେଳପଥର ମହାପ୍ରବନ୍ଧକ ତଥା ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନର ଅଧ୍ୟକ୍ଷ୍ୟା ସୁଶ୍ରୀ ଅର୍ଚନା ଯୋଶୀ କୃତି ଛାତ୍ରଛାତ୍ରୀ ଏବଂ ମହିଳା କର୍ମଚାରୀ ମାନଙ୍କୁ ସମ୍ମାନିତ କରିବା ସହିତ ପୁରସ୍କାର ପ୍ରଦାନ କରିଥିଲେ। ଏହି ଅବସରରେ ମହିଳା କଲ୍ୟାଣ ସଂଗଠନର ସଦସ୍ୟା ମାନେ ମଧ୍ୟ ଉପସ୍ଥିତ ରହି ସମ୍ବର୍ଦ୍ଧନା ସଭାକୁ ପରିଚାଳନା କରିଥିଲେ।

ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026
Latest News

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026

ପ୍ରେସକ୍ରିପସନ୍ ଔଷଧ ବିଜ୍ଞାପନ ଉପରେ କେନ୍ଦ୍ରର କଟକଣା! ଅନୁମତି ବିନା ପ୍ରଚାର କଲେ ଅଡୁଆରେ ପଡ଼ିପାରନ୍ତି ଔଷଧ ବ୍ୟବସାୟୀ

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.